Judges 20:3 — Compare Translations
5 translations compared side by side
Odia - 1840
"ବିନ୍ଯାମୀନୀଯ ପରିବାରବର୍ଗର ଲୋକମାନେ ଶୁଣିବାକୁ ପାଇଲେ ଯେ ଇଶ୍ରାୟେଲର ସମସ୍ତ ଲୋକ ମିସ୍ପୀ ରେ ଏକତ୍ରୀତ ହାଇେଛନ୍ତି। ଇଶ୍ରାୟେଲର ଲୋକମାନେ କହିଲେ, ଆମ୍ଭମାନଙ୍କୁ କକ୍ସ୍ଟହ ଏପରି ଭୟଙ୍କର ଅବସ୍ଥା କିପରି ହେଲା?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
(ତହୁଁ ଇସ୍ରାଏଲ-ସନ୍ତାନଗଣ ଯେ ମିସ୍ପୀକି ଯାଇଅଛନ୍ତି, ଏହା ବିନ୍ୟାମୀନୀୟ ସନ୍ତାନଗଣ ଶୁଣିଲେ) । ଇସ୍ରାଏଲ-ସନ୍ତାନଗଣ ପଚାରିଲେ, ଏହି ଦୁଷ୍ଟତା କିପ୍ରକାରେ ହେଲା? ତାହା ଆମ୍ଭମାନଙ୍କୁ କୁହ ।
Odia Bible ERV 2004 (ପବିତ୍ର ବାଇବଲ)
ବିନ୍ୟାମୀନୀୟ ପରିବାରବର୍ଗର ଲୋକମାନେ ଶୁଣିବାକୁ ପାଇଲେ ଯେ ଇସ୍ରାଏଲର ସମସ୍ତ ଲୋକ ମିସ୍ପୀରେ ଏକତ୍ରିତ ହୋଇଛନ୍ତି। ଇସ୍ରାଏଲର ଲୋକମାନେ କହିଲେ, “ଆମ୍ଭମାନଙ୍କୁ କୁହ ଏପରି ଭୟଙ୍କର ଅବସ୍ଥା କିପରି ହେଲା?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
(ତହୁଁ ଇସ୍ରାଏଲ-ସନ୍ତାନଗଣ ଯେ ମିସ୍ପାକୁ ଯାଇଅଛନ୍ତି, ଏହା ବିନ୍ୟାମୀନୀୟ ସନ୍ତାନଗଣ ଶୁଣିଲେ)। ଇସ୍ରାଏଲ-ସନ୍ତାନଗଣ ପଚାରିଲେ, “ଏହି ଦୁଷ୍ଟତା କିପ୍ରକାରେ ହେଲା? ତାହା ଆମ୍ଭମାନଙ୍କୁ କୁହ।”
Odia IRV 2017 (ଓଡିଆ ବାଇବେଲ)
(ତହୁଁ ଇସ୍ରାଏଲ ସନ୍ତାନଗଣ ଯେ ମିସ୍ପାକୁ ଯାଇଅଛନ୍ତି, ଏହା ବିନ୍ୟାମୀନୀୟ ସନ୍ତାନଗଣ ଶୁଣିଲେ)। ଇସ୍ରାଏଲ ସନ୍ତାନଗଣ ପଚାରିଲେ, ଏହି ଦୁଷ୍ଟତା କିପ୍ରକାରେ ହେଲା? ତାହା ଆମ୍ଭମାନଙ୍କୁ କୁହ।