Judges 20:30 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲର ସୈନ୍ଯମାନେ ତୃତୀୟ ଦିନ ଗିବିଯା ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରିବାକୁ ଗଲେ। ସମାନେେ ପୂର୍ବଥର ପରି ୟକ୍ସ୍ଟଦ୍ଧ କରିବା ପାଇଁ ପ୍ରସ୍ତକ୍ସ୍ଟତ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ତୃତୀୟ ଦିନ ଇସ୍ରାଏଲ-ସନ୍ତାନଗଣ ବିନ୍ୟାମୀନ-ସନ୍ତାନଗଣ ବିରୁଦ୍ଧରେ ଉଠି ଗଲେ ଓ ପୂର୍ବ ପରି ଗିବୀୟା ନିକଟରେ ଆପଣାମାନଙ୍କୁ ସଜାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ସୈନ୍ୟମାନେ ତୃତୀୟ ଦିନ ଗିବିୟା ବିରୁଦ୍ଧରେ ଯୁଦ୍ଧ କରିବାକୁ ଗଲେ। ସେମାନେ ପୂର୍ବଥର ପରି ଯୁଦ୍ଧ କରିବା ପାଇଁ ପ୍ରସ୍ତୁତ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ତୃତୀୟ ଦିନ ଇସ୍ରାଏଲ-ସନ୍ତାନଗଣ ବିନ୍ୟାମୀନ୍-ସନ୍ତାନଗଣ ବିରୁଦ୍ଧରେ ଉଠିଗଲେ ଓ ପୂର୍ବ ପରି ଗିବୀୟା ନିକଟରେ ଆପଣାମାନଙ୍କୁ ସଜାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ତୃତୀୟ ଦିନ ଇସ୍ରାଏଲ ସନ୍ତାନଗଣ ବିନ୍ୟାମୀନ୍-ସନ୍ତାନଗଣ ବିରୁଦ୍ଧରେ ଉଠି ଗଲେ ଓ ପୂର୍ବ ପରି ଗିବୀୟା ନିକଟରେ ଆପଣାମାନଙ୍କୁ ସଜାଇଲେ।