Judges 20:33 — Compare Translations

5 translations compared side by side

Odia - 1840
"ତେଣୁ ଇଶ୍ରାୟେଲର ସମସ୍ତ ଲୋକ ସମାନଙ୍କେର ସ୍ଥାନରକ୍ସ୍ଟ ଉଠି ଦୌଡିଲେ। ସମାନେେ ସମସ୍ତେ ଗୋଟିଏ ଜାଗା ରେ ରକ୍ସ୍ଟଣ୍ତ ହେଲେ। ସହେି ସ୍ଥାନର ନାମ ଥିଲା ବାଲ୍ତାମର। ଇଶ୍ରାୟେଲର କେତକେ ଲୋକ ଗିବିଯାର ପଶ୍ଚିମ ରେ ଲକ୍ସ୍ଟଚି ରହକ୍ସ୍ଟଥିଲେ। ପୂର୍ବ ଗିବିଯା ରେ, ସମାନେେ ଲକ୍ସ୍ଟଚିଥିବା ସ୍ଥାନରକ୍ସ୍ଟ ବାହାରି ଆସିଲେ ଓ ଗିବିଯାକକ୍ସ୍ଟ ଆକ୍ରମଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଇସ୍ରାଏଲ-ଲୋକ ସମସ୍ତେ ଆପଣା ଆପଣା ସ୍ଥାନରୁ ଉଠି ବାଲ୍ତାମରରେ ଆପଣାମାନଙ୍କୁ ସଜାଇଲେ; ଏଥିମଧ୍ୟରେ ଇସ୍ରାଏଲର ଛକି ବସିବା ଲୋକମାନେ ଗିବୀୟାସ୍ଥ ଆପଣା ସ୍ଥାନରୁ ଏକାବେଳେ ଉଠି ଆସିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଇସ୍ରାଏଲର ସମସ୍ତ ଲୋକ ସେମାନଙ୍କର ସ୍ଥାନରୁ ଉଠି ଦୌଡ଼ିଲେ। ସେମାନେ ସମସ୍ତେ ଗୋଟିଏ ଜାଗାରେ ରୁଣ୍ଡ ହେଲେ। ସେହି ସ୍ଥାନର ନାମ ଥିଲା ବା‌ଲ୍‌ତାମର। ଇସ୍ରାଏଲର କେତେକ ଲୋକ ଗିବିୟାର ପଶ୍ଚିମରେ ଲୁଚି ରହୁଥିଲେ। ପୂର୍ବ ଗିବିୟାରେ, ସେମାନେ ଲୁଚିଥିବା ସ୍ଥାନରୁ ବାହାରି ଆସିଲେ ଓ ଗିବିୟାକୁ ଆକ୍ରମଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଇସ୍ରାଏଲ ଲୋକ ସମସ୍ତେ ଆପଣା ଆପଣା ସ୍ଥାନରୁ ଉଠି ବାଲ୍‍ତାମରରେ ଆପଣାମାନଙ୍କୁ ସଜାଇଲେ; ଏଥିମଧ୍ୟରେ ଇସ୍ରାଏଲର ଛକି ବସିବା ଲୋକମାନେ ଗିବୀୟାସ୍ଥ ଆପଣା ଆପଣା ସ୍ଥାନରୁ ଏକାବେଳେ ଉଠି ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଇସ୍ରାଏଲ ଲୋକ ସମସ୍ତେ ଆପଣା ଆପଣା ସ୍ଥାନରୁ ଉଠି ବାଲ୍‍ତାମରରେ ଆପଣାମାନଙ୍କୁ ସଜାଇଲେ; ଏଥିମଧ୍ୟରେ ଇସ୍ରାଏଲର ଛକି ବସିବା ଲୋକମାନେ ଗିବୀୟାସ୍ଥ ଆପଣା ଆପଣା ସ୍ଥାନରୁ ଏକାବେଳେ ଉଠି ଆସିଲେ।