Judges 20:34 — Compare Translations
5 translations compared side by side
Odia - 1840
"10,000 ଉତ୍ତମ ତାଲିମପ୍ରାଲ୍ଗ ସୈନିକମାନେ ଗିବିଯାକକ୍ସ୍ଟ ଆକ୍ରମଣ କଲେ। ଏହା ଏକ ଭୟଙ୍କର ୟକ୍ସ୍ଟଦ୍ଧ ଥିଲା କିନ୍ତୁ ବିନ୍ଯାମୀନ ସୈନ୍ଯମାନେ ଅନକ୍ସ୍ଟଭବ କରିପାରିଲେ ନାହିଁ ଯେ, ଏକ ଦକ୍ସ୍ଟର୍ଘଟଣା ସମାନଙ୍କେ ଉପରେ ଘଟିବାକକ୍ସ୍ଟ ଯାଉଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଇସ୍ରାଏଲୀୟ ସମସ୍ତ ଲୋକଙ୍କ ମଧ୍ୟରୁ ଦଶ ହଜାର ବଛା ଲୋକ ଗିବୀୟା ନିକଟକୁ ଆସନ୍ତେ, ଭାରୀ ଯୁଦ୍ଧ ହେଲା; ମାତ୍ର ଅମଙ୍ଗଳ ଆସି ଯେ ସେମାନଙ୍କ ଉପରେ ପଡ଼ିଲାଣି, ଏହା ସେମାନେ ଜାଣିଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
10,000 ଉତ୍ତମ ତାଲିମପ୍ରାପ୍ତ ସୈନିକମାନେ ଗିବିୟାକୁ ଆକ୍ରମଣ କଲେ। ଏହା ଏକ ଭୟଙ୍କର ଯୁଦ୍ଧ ଥିଲା କିନ୍ତୁ ବିନ୍ୟାମୀନ ସୈନ୍ୟମାନେ ଅନୁଭବ କରି ପାରିଲେ ନାହିଁ ଯେ, ଏକ ଦୁର୍ଘଟଣା ସେମାନଙ୍କ ଉପରେ ଘଟିବାକୁ ଯାଉଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଇସ୍ରାଏଲୀୟ ସମସ୍ତ ଲୋକଙ୍କ ମଧ୍ୟରୁ ଦଶ ହଜାର ବଛା ଲୋକ ଗିବୀୟା ନିକଟକୁ ଆସନ୍ତେ, ଭାରୀ ଯୁଦ୍ଧ ହେଲା; ମାତ୍ର ଅମଙ୍ଗଳ ଆସି ଯେ ସେମାନଙ୍କ ଉପରେ ପଡ଼ିଲାଣି, ଏହା ସେମାନେ ଜାଣିଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଇସ୍ରାଏଲୀୟ ସମସ୍ତ ଲୋକଙ୍କ ମଧ୍ୟରୁ ଦଶ ହଜାର ବଛା ଲୋକ ଗିବୀୟା ନିକଟକୁ ଆସନ୍ତେ, ଭାରୀ ଯୁଦ୍ଧ ହେଲା; ମାତ୍ର ଅମଙ୍ଗଳ ଆସି ଯେ ସେମାନଙ୍କ ଉପରେ ପଡ଼ିଲାଣି, ଏହା ସେମାନେ ଜାଣିଲେ ନାହିଁ।