Judges 20:35 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଇଶ୍ରାୟେଲର ସୈନ୍ଯମାନଙ୍କ ଦ୍ବାରା ବିନ୍ଯାମୀନମାନଙ୍କୁ ପରାସ୍ତ କଲେ। ସହେିଦିନ ଇଶ୍ରାୟେଲର ସୈନ୍ଯମାନେ ସମାନଙ୍କେର 25,100 ୈସନ୍ଯମାନଙ୍କୁ ହତ୍ଯା କଲେ। ସେ ସମସ୍ତ ସୈନ୍ଯମାନେ ମକ୍ସ୍ଟଖ୍ଯତଃ ତାଲିମ ନଇେଥିଲେ ୟକ୍ସ୍ଟଦ୍ଧ ପାଇଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସଦାପ୍ରଭୁ ଇସ୍ରାଏଲ ସମ୍ମୁଖରେ ବିନ୍ୟାମୀନକୁ ଆଘାତ କଲେ; ତହିଁରେ ଇସ୍ରାଏଲ-ସନ୍ତାନଗଣ ସେହିଦିନ ବିନ୍ୟାମୀନର ପଚିଶ ହଜାର ଏକ ଶହ ଲୋକ ବଧ କଲେ; ଏସମସ୍ତେ ଖଡ଼୍ଗଧାରୀ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଇସ୍ରାଏଲର ସୈନ୍ୟମାନଙ୍କ ଦ୍ୱାରା ବିନ୍ୟାମୀନମାନଙ୍କୁ ପରାସ୍ତ କଲେ। ସେହି ଦିନ ଇସ୍ରାଏଲର ସୈନ୍ୟମାନେ ସେମାନଙ୍କର 25,100 ସୈନ୍ୟମାନଙ୍କୁ ହତ୍ୟା କଲେ। ସେ ସମସ୍ତ ସୈନ୍ୟମାନେ ମୁଖ୍ୟତଃ ଯୁଦ୍ଧ ପାଇଁ ତାଲିମ ନେଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସଦାପ୍ରଭୁ ଇସ୍ରାଏଲ ସମ୍ମୁଖରେ ବିନ୍ୟାମୀନ୍କୁ ଆଘାତ କଲେ; ତହିଁରେ ଇସ୍ରାଏଲ-ସନ୍ତାନଗଣ ସେହି ଦିନ ବିନ୍ୟାମୀନ୍ର ପଚିଶ ହଜାର ଏକ ଶହ ଲୋକ ବଧ କଲେ; ଏସମସ୍ତେ ଖଡ୍ଗଧାରୀ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସଦାପ୍ରଭୁ ଇସ୍ରାଏଲ ସମ୍ମୁଖରେ ବିନ୍ୟାମୀନ୍କୁ ଆଘାତ କଲେ; ତହିଁରେ ଇସ୍ରାଏଲ ସନ୍ତାନଗଣ ସେହିଦିନ ବିନ୍ୟାମୀନ୍ର ପଚିଶ ହଜାର ଏକ ଶହ ଲୋକ ବଧ କଲେ; ଏସମସ୍ତେ ଖଡ୍ଗଧାରୀ ଥିଲେ।