Judges 20:38 — Compare Translations

5 translations compared side by side

Odia - 1840
"ବର୍ତ୍ତମାନ ଯେଉଁ ଇଶ୍ରାୟେଲୀୟ ଲୋକମାନେ ଲକ୍ସ୍ଟଚି ରହିଲେ, ସମାନେେ ଏକ ଯୋଜନା ପ୍ରସ୍ତକ୍ସ୍ଟତ କଲେ। ସମାନେେ ନଗରରକ୍ସ୍ଟ ବୃହତ୍ ଧୂମ ମେଘ ଉଠାଇବେ। ଇଶ୍ରାୟେଲୀୟ ଲୋକଙ୍କ ସହିତ ସମାନଙ୍କେର ଏହି ନିଷ୍ପତ୍ତି ହାଇୟୋଇ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେହି ଛକି ବସିବା ଲୋକମାନେ ଯେପରି ନଗରରୁ ବୃହତ ଧୂମ-ମେଘ ଉଠାଇବେ; ଇସ୍ରାଏଲୀୟ ଲୋକଙ୍କ ସହିତ ସେମାନଙ୍କର ଏହି ଚିହ୍ନ ସ୍ଥିର ହୋଇଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ଯେଉଁ ଇସ୍ରାଏଲୀୟ ଲୋକମାନେ ଲୁଚି ରହିଲେ, ସେମାନେ ଏକ ଯୋଜନା ପ୍ରସ୍ତୁତ କଲେ। ସେମାନେ ନଗରରୁ ବୃହତ୍ ଧୂମ ମେଘ ଉଠାଇବେ। ଇସ୍ରାଏଲୀୟ ଲୋକଙ୍କ ସହିତ ସେମାନଙ୍କର ଏହି ନିଷ୍ପତ୍ତି ହୋଇଯାଇ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେହି ଛକି ବସିବା ଲୋକମାନେ ଯେପରି ନଗରରୁ ବୃହତ ଧୂମ-ମେଘ ଉଠାଇବେ; ଇସ୍ରାଏଲୀୟ ଲୋକଙ୍କ ସହିତ ସେମାନଙ୍କର ଏହି ଚିହ୍ନ ସ୍ଥିର ହୋଇଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ସେହି ଛକି ବସିବା ଲୋକମାନେ ଯେପରି ନଗରରୁ ବୃହତ ଧୂମ-ମେଘ ଉଠାଇବେ; ଇସ୍ରାଏଲୀୟ ଲୋକଙ୍କ ସହିତ ସେମାନଙ୍କର ଏହି ଚିହ୍ନ ସ୍ଥିର ହୋଇଥିଲା।