Judges 20:39 — Compare Translations

5 translations compared side by side

Odia - 1840
"ବିନ୍ଯାମୀନର ସୈନ୍ଯମାନେ ପ୍ରାଯ ତିରିଶ ଜଣ ଇଶ୍ରାୟେଲୀୟ ୈସନ୍ଯମାନଙ୍କୁ ହତ୍ଯା କଲେ। ତେଣୁ ବିନ୍ଯାମୀନୀଯମାନେ ନିଜକକ୍ସ୍ଟ ନିଜେ କହିଲେ, ଆମ୍ଭମାନେେ ଠିକ୍ ପୂର୍ବ ପରି ଜଯ କରୁଛକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଇସ୍ରାଏଲୀୟ ଲୋକମାନେ ଯୁଦ୍ଧ ବେଳେ ମୁଖ ଫେରାଇଲେ, ତହୁଁ ବିନ୍ୟାମୀନ ଇସ୍ରାଏଲର ଲୋକମାନଙ୍କୁ ଆଘାତ କରି ଊଣାଧିକ ତିରିଶ ଜଣଙ୍କୁ ବଧ କଲେ; କାରଣ ସେମାନେ କହିଲେ, ପ୍ରଥମ ଯୁଦ୍ଧରେ ଯେପରି, ଏବେ ମଧ୍ୟ ସେପରି, ନିଶ୍ଚୟ ଏମାନେ ଆମ୍ଭମାନଙ୍କ ସମ୍ମୁଖରେ ପରାସ୍ତ ହେଉଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ବିନ୍ୟାମୀନର ସୈନ୍ୟମାନେ ପ୍ରାୟ ତିରିଶ୍ ଜଣ ଇସ୍ରାଏଲୀୟ ସୈନ୍ୟମାନଙ୍କୁ ହତ୍ୟା କଲେ। ତେଣୁ ବିନ୍ୟାମୀନୀୟମାନେ ନିଜକୁ ନିଜେ କହିଲେ, “ଆମ୍ଭେମାନେ ଠିକ୍ ପୂର୍ବ ପରି ଜୟ କରୁଛୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଇସ୍ରାଏଲୀୟ ଲୋକମାନେ ଯୁଦ୍ଧ ବେଳେ ମୁଖ ଫେରାଇଲେ, ତହୁଁ ବିନ୍ୟାମୀନ୍ ଇସ୍ରାଏଲର ଲୋକମାନଙ୍କୁ ଆଘାତ କରି ଊଣାଧିକ ତିରିଶ ଜଣଙ୍କୁ ବଧ କଲେ; କାରଣ ସେମାନେ କହିଲେ, ପ୍ରଥମ ଯୁଦ୍ଧରେ ଯେପରି, ଏବେ ମଧ୍ୟ ସେପରି, ନିଶ୍ଚୟ ଏମାନେ ଆମ୍ଭମାନଙ୍କ ସମ୍ମୁଖରେ ପରାସ୍ତ ହେଉଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)