Judges 20:40 — Compare Translations
5 translations compared side by side
Odia - 1840
"କିନ୍ତୁ ହଠାତ୍ ଏକ ଧୂଆଁର ବାଦଲ ସହର ଉପରେ ଉଠିଲା। ବିନ୍ଯାମୀନର ସୈନ୍ଯମାନେ ବକ୍ସ୍ଟଲିକରି ଚାହିଁଲେ ଏବଂ ଦେଖିଲେ କ'ଣ ସବୁ ଗ୍ଭଲକ୍ସ୍ଟଛି। ସମାନେେ ଦେଖିଲେ ଯେ, ବକ୍ସ୍ଟଲି ଦେଖନ୍ତିତ ନଗର ରେ ନିଆଁ ଜଳକ୍ସ୍ଟଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେତେବେଳେ ନଗରରୁ ସ୍ତମ୍ଭାକାରରେ ଧୂମ ମେଘ ଉଠିବାକୁ ଲାଗିଲା, ସେତେବେଳେ ବିନ୍ୟାମୀନୀୟ ଲୋକମାନେ ପଛକୁ ଅନାଇଲେ, ଆଉ ଦେଖ, ସମୁଦାୟ ନଗରର ଧୂମ ଆକାଶକୁ ଉଠୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ହଠାତ୍ ଏକ ଧୂଆଁର ବାଦଲ ସହର ଉପରେ ଉଠିଲା। ବିନ୍ୟାମୀନର ସୈନ୍ୟମାନେ ବୁଲିକରି ଗ୍ଭହିଁଲେ ଏବଂ ଦେଖିଲେ କ’ଣ ସବୁ ଗ୍ଭଲୁଛି। ସେମାନେ ବୁଲିପଡ଼ି ଦେଖିଲେ ଯେ, ନଗରରେ ନିଆଁ ଜଳୁଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯେତେବେଳେ ନଗରରୁ ସ୍ତମ୍ଭାକାରରେ ଧୂମ-ମେଘ ଉଠିବାକୁ ଲାଗିଲା, ସେତେବେଳେ ବିନ୍ୟାମୀନୀୟ ଲୋକମାନେ ପଛକୁ ଅନାଇଲେ, ଆଉ ଦେଖ, ସମୁଦାୟ ନଗରର ଧୂମ ଆକାଶକୁ ଉଠୁଅଛି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯେତେବେଳେ ନଗରରୁ ସ୍ତମ୍ଭାକାରରେ ଧୂମ ମେଘ ଉଠିବାକୁ ଲାଗିଲା, ସେତେବେଳେ ବିନ୍ୟାମୀନୀୟ ଲୋକମାନେ ପଛକୁ ଅନାଇଲେ, ଆଉ ଦେଖ, ସମୁଦାୟ ନଗରର ଧୂମ ଆକାଶକୁ ଉଠୁଅଛି।