Judges 20:41 — Compare Translations

5 translations compared side by side

Odia - 1840
"ଏହାପରେ ଇଶ୍ରାୟେଲୀୟ ସୈନ୍ଯମାନେ ଦୌଡା ବନ୍ଦ କରି ଦେଲେ। ସମାନେେ ସମସ୍ତେ ୟକ୍ସ୍ଟଦ୍ଧ କରିବା ପାଇଁ ଏକତ୍ରୀତ ହାଇଗେଲେ। ବିନ୍ଯାମୀନର ସୈନ୍ଯମାନେ ଭୟଭୀଯ ହାଇଗେଲେ। ସମାନେେ ଅନକ୍ସ୍ଟଭବ କଲେ ଯେ, ଏକ ଭୟଙ୍କର ବିପଦ ସମାନଙ୍କେ ଉପରକକ୍ସ୍ଟ ଆସକ୍ସ୍ଟଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଇସ୍ରାଏଲୀୟ ଲୋକମାନେ ନେଉଟିଲେ, ପୁଣି ବିନ୍ୟାମୀନୀୟ ଲୋକମାନେ ବିହ୍ଵଳ ହେଲେ; କାରଣ ସେମାନେ ଆପଣାମାନଙ୍କ ଉପରେ ଅମଙ୍ଗଳ ଆସି ପଡ଼ିଲା ବୋଲି ଦେଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଇସ୍ରାଏଲୀୟ ସୈନ୍ୟମାନେ ଦୌଡ଼ିବା ବନ୍ଦ କରିଦେଲେ। ସେମାନେ ସମସ୍ତେ ଯୁଦ୍ଧ କରିବା ପାଇଁ ଏକତ୍ରିତ ହୋଇଗଲେ। ବିନ୍ୟାମୀନର ସୈନ୍ୟମାନେ ଭୟଭୀତ ହୋଇଗଲେ। ସେମାନେ ଅନୁଭବ କଲେ ଯେ, ଏକ ଭୟଙ୍କର ବିପଦ ସେମାନଙ୍କ ଉପରକୁ ଆସୁଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଇସ୍ରାଏଲୀୟ ଲୋକମାନେ ନେଉଟିଲେ, ପୁଣି ବିନ୍ୟାମୀନୀୟ ଲୋକମାନେ ଅବାକ୍ ହେଲେ; କାରଣ ସେମାନେ ଆପଣାମାନଙ୍କ ଉପରେ ଅମଙ୍ଗଳ ଆସି ପଡ଼ିଲା ବୋଲି ଦେଖିଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଇସ୍ରାଏଲୀୟ ଲୋକମାନେ ନେଉଟିଲେ, ପୁଣି ବିନ୍ୟାମୀନୀୟ ଲୋକମାନେ ଅବାକ୍ ହେଲେ; କାରଣ ସେମାନେ ଆପଣାମାନଙ୍କ ଉପରେ ଅମଙ୍ଗଳ ଆସି ପଡ଼ିଲା ବୋଲି ଦେଖିଲେ।