Judges 20:42 — Compare Translations

5 translations compared side by side

Odia - 1840
"ତେଣୁ ବିନ୍ଯାମୀନୀଯ ସୈନିକମାନେ ଇଶ୍ରାୟେଲ ସୈନ୍ଯଙ୍କ ପାଖରକ୍ସ୍ଟ ଦୌଡି ପଳାଇବାକକ୍ସ୍ଟ ଲାଗିଲେ। ସମାନେେ ମରକ୍ସ୍ଟଭୂମି ଆଡକକ୍ସ୍ଟ ଦୌଡିଲେ। କିନ୍ତୁ ସମାନେେ ଏପରି କରି ମଧ୍ଯ ଯୁଦ୍ଧରୁ ରକ୍ଷା ପାଇପାରି ନ ଥିଲେ। ଇଶ୍ରାୟେଲର ସୈନ୍ଯମାନେ ନଗର ବାହାରକକ୍ସ୍ଟ ଆବାରି ଆସିଲେ ଏବଂ ସମାନଙ୍କେୁ ହତ୍ଯା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ସେମାନେ ଇସ୍ରାଏଲୀୟ ଲୋକମାନଙ୍କ ସମ୍ମୁଖରୁ ପ୍ରାନ୍ତର-ପଥ ଆଡ଼େ ଫେରିଲେ; ମାତ୍ର ଯୁଦ୍ଧ ସେମାନଙ୍କ ପଛେ ପଛେ ଲାଗି ରହିଲା; ପୁଣି ନଗରମାନରୁ ଆଗତ ଲୋକମାନେ ସେମାନଙ୍କୁ ପଥ ମଧ୍ୟରେ ସଂହାର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ବିନ୍ୟାମୀନୀୟ ସୈନିକମାନେ ଇସ୍ରାଏଲ ସୈନ୍ୟଙ୍କ ପାଖରୁ ଦୌଡ଼ି ପଳାଇବାକୁ ଲାଗିଲେ। ସେମାନେ ମରୁଭୂମି ଆଡ଼କୁ ଦୌଡ଼ିଲେ। କିନ୍ତୁ ସେମାନେ ଏପରି କରି ମଧ୍ୟ ଯୁଦ୍ଧରୁ ରକ୍ଷା ପାଇପାରି ନ ଥିଲେ। ଇସ୍ରାଏଲର ସୈନ୍ୟମାନେ ନଗର ବାହାରକୁ ବାହାରି ଆସିଲେ ଏବଂ ସେମାନଙ୍କୁ ହତ୍ୟା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ସେମାନେ ଇସ୍ରାଏଲୀୟ ଲୋକମାନଙ୍କ ସମ୍ମୁଖରୁ ପ୍ରାନ୍ତର-ପଥ ଆଡ଼େ ଫେରିଲେ; ମାତ୍ର ଯୁଦ୍ଧ ସେମାନଙ୍କ ପଛେ ପଛେ ଲାଗି ରହିଲା; ପୁଣି ନଗରମାନରୁ ଆସିଥିବା ଲୋକମାନେ ସେମାନଙ୍କୁ ପଥ ମଧ୍ୟରେ ସଂହାର କଲେ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ସେମାନେ ଇସ୍ରାଏଲୀୟ ଲୋକମାନଙ୍କ ସମ୍ମୁଖରୁ ପ୍ରାନ୍ତର-ପଥ ଆଡ଼େ ଫେରିଲେ; ମାତ୍ର ଯୁଦ୍ଧ ସେମାନଙ୍କ ପଛେ ପଛେ ଲାଗି ରହିଲା; ପୁଣି ନଗରମାନରୁ ଆସିଥିବା ଲୋକମାନେ ସେମାନଙ୍କୁ ପଥ ମଧ୍ୟରେ ସଂହାର କଲେ।