Judges 20:43 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲର ସୈନ୍ଯମାନେ ବିନ୍ଯାମୀନର ସୈନ୍ଯମାନଙ୍କ ଚତକ୍ସ୍ଟଃପାଶର୍‌ବ ରେ ଘରେିଗଲେ ଓ ସମାନଙ୍କେ ପଛ ରେ ଗୋଡ଼ାଇଲେ। ସମାନେେ ସମାନଙ୍କେୁ ବିଶ୍ରାମ ଦେଲେ ନାହିଁ । ଇଶ୍ରାୟେଲର ସୈନ୍ଯମାନେ ଗିବିଯାର ପୂର୍ବାଞ୍ଚଳ ନିକଟରେ ପରାସ୍ତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ବିନ୍ୟାମୀନୀୟ ଲୋକମାନଙ୍କୁ ଚାରିଆଡ଼ୁ ଘେରିଲେ ଓ ସେମାନଙ୍କୁ ଗୋଡ଼ାଇ ସେମାନଙ୍କ ବିଶ୍ରାମ ସ୍ଥାନରେ ସୂର୍ଯ୍ୟୋଦୟ ଆଡ଼େ ଗିବୀୟା ସମ୍ମୁଖସ୍ଥ ସ୍ଥାନ ପର୍ଯ୍ୟନ୍ତ ସେମାନଙ୍କୁ ଭୂମିରେ ଦଳି ପକାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ସୈନ୍ୟମାନେ ବିନ୍ୟାମୀନର ସୈନ୍ୟମାନଙ୍କ ଚତୁର୍ପାର୍ଶ୍ୱରେ ଘେରିଗଲେ ଓ ସେମାନଙ୍କ ପଛରେ ଗୋଡ଼ାଇଲେ। ସେମାନେ ସେମାନଙ୍କୁ ବିଶ୍ରାମ ଦେଲେ ନାହିଁ । ଇସ୍ରାଏଲର ସୈନ୍ୟମାନେ ଗିବିୟାର ପୂର୍ବାଞ୍ଚଳ ନିକଟରେ ପରାସ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ବିନ୍ୟାମୀନୀୟ ଲୋକମାନଙ୍କୁ ଚାରିଆଡ଼ୁ ଘେରିଲେ ଓ ସେମାନଙ୍କୁ ଗୋଡ଼ାଇ ସେମାନଙ୍କ ବିଶ୍ରାମ ସ୍ଥାନରେ ସୂର୍ଯ୍ୟୋଦୟ ଆଡ଼େ ଗିବୀୟା ସମ୍ମୁଖସ୍ଥ ସ୍ଥାନ ପର୍ଯ୍ୟନ୍ତ ସେମାନଙ୍କୁ ଭୂମିରେ ଦଳି ପକାଇଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ବିନ୍ୟାମୀନୀୟ ଲୋକମାନଙ୍କୁ ଚାରିଆଡ଼ୁ ଘେରିଲେ ଓ ସେମାନଙ୍କୁ ଗୋଡ଼ାଇ ସେମାନଙ୍କ ବିଶ୍ରାମ ସ୍ଥାନରେ ସୂର୍ଯ୍ୟୋଦୟ ଆଡ଼େ ଗିବୀୟା ସମ୍ମୁଖସ୍ଥ ସ୍ଥାନ ପର୍ଯ୍ୟନ୍ତ ସେମାନଙ୍କୁ ଭୂମିରେ ଦଳି ପକାଇଲେ।