Judges 20:44 — Compare Translations
5 translations compared side by side
Odia - 1840
"ଏହିପରି ଭାବରେ ବିନ୍ଯାମୀନୀଯ ଯୋଦ୍ଧା ସୈନିକ 18,000 ଲୋକଙ୍କକ୍ସ୍ଟ ହତ୍ଯା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ବିନ୍ୟାମୀନର ଅଠର ହଜାର ଲୋକ ହତ ହେଲେ; ସେସମସ୍ତେ ବୀର ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ଭାବରେ ବିନ୍ୟାମୀନୀୟର 18,000 ଯୋଦ୍ଧା ସୈନିକଙ୍କୁ ହତ୍ୟା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ବିନ୍ୟାମୀନ୍ର ଅଠର ହଜାର ଲୋକ ହତ ହେଲେ; ସେସମସ୍ତେ ବୀର ଥିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ବିନ୍ୟାମୀନ୍ର ଅଠର ହଜାର ଲୋକ ହତ ହେଲେ; ସେ ସମସ୍ତେ ବୀର ଥିଲେ।