Judges 20:46 — Compare Translations
5 translations compared side by side
Odia - 1840
"ସହେିଦିନ 25,000 ଲୋକ ବିନ୍ଯାମୀନୀଯ ସୈନ୍ଯମାନଙ୍କ ମଧ୍ଯରକ୍ସ୍ଟ ମରିଗଲେ। ଯେଉଁମାନେ କି ବୀରତାର ସହକା ରେ ୟକ୍ସ୍ଟଦ୍ଧ ଚଳାଇ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ସେହିଦିନ ବିନ୍ୟାମୀନର ଖଡ଼୍ଗଧାରୀ ପଚିଶ ହଜାର ଲୋକ ହତ ହେଲେ; ସେସମସ୍ତେ ବୀର ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦିନ 25,000 ଲୋକ ବିନ୍ୟାମୀନୀୟ ସୈନ୍ୟମାନଙ୍କ ମଧ୍ୟରୁ ମରିଗଲେ। ଯେଉଁମାନେ କି ବୀରତାର ସହକାରେ ଯୁଦ୍ଧ ଚଳାଇ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ସେହି ଦିନ ବିନ୍ୟାମୀନ୍ର ଖଡ୍ଗଧାରୀ ପଚିଶ ହଜାର ଲୋକ ହତ ହେଲେ; ସେସମସ୍ତେ ବୀର ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ସେହିଦିନ ବିନ୍ୟାମୀନ୍ର ଖଡ୍ଗଧାରୀ ପଚିଶ ହଜାର ଲୋକ ହତ ହେଲେ; ସେ ସମସ୍ତେ ବୀର ଥିଲେ।