Judges 20:47 — Compare Translations
5 translations compared side by side
Odia - 1840
"କିନ୍ତୁ 600 ସୈନିକ ବିନ୍ଯାମୀନୀଯଙ୍କର ମରକ୍ସ୍ଟଭୂମିକକ୍ସ୍ଟ ଦୌଡି ପଳାଯନ କଲେ। ସମାନେେ ରିମ୍ମୋନ୍ ଶୈଳ ନିକଟକକ୍ସ୍ଟ ପଳାଇ ସଠାେରେ ଗ୍ଭରିମାସ ଧରି ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଛଅ ଶହ ଲୋକ ନେଉଟି ପ୍ରାନ୍ତର ଆଡ଼େ ରିମ୍ମୋନ୍ ଶୈଳକୁ ପଳାଇଲେ ଓ ରିମ୍ମୋନ୍ ଶୈଳରେ ଚାରି ମାସ ରହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ 600 ସୈନିକ ବିନ୍ୟାମୀନୀୟଙ୍କର ମରୁଭୂମିକୁ ଦୌଡ଼ି ପଳାୟନ କଲେ। ସେମାନେ ରିମ୍ମୋନ୍ ଶୈଳ ନିକଟକୁ ପଳାଇ ସେଠାରେ ଗ୍ଭରିମାସ ଧରି ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଛଅ ଶହ ଲୋକ ନେଉଟି ପ୍ରାନ୍ତର ଆଡ଼େ ରିମ୍ମୋନ୍ ଶୈଳକୁ ପଳାଇଲେ ଓ ରିମ୍ମୋନ୍ ଶୈଳରେ ଚାରି ମାସ ରହିଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଛଅ ଶହ ଲୋକ ନେଉଟି ପ୍ରାନ୍ତର ଆଡ଼େ ରିମ୍ମୋନ୍ ଶୈଳକୁ ପଳାଇଲେ ଓ ରିମ୍ମୋନ୍ ଶୈଳରେ ଚାରି ମାସ ରହିଲେ।