Judges 20:5 — Compare Translations

5 translations compared side by side

Odia - 1840
"କିନ୍ତୁ ସହେି ରାତ୍ରି ରେ ଗିବିଯାର ଅଧିପତି ସଠାେକକ୍ସ୍ଟ ଆସିଲେ। ଯେଉଁଠା ରେ ମୁ ରହକ୍ସ୍ଟଥିଲି। ସମାନେେ ସେ ଗୃହକକ୍ସ୍ଟ ଘରେିଗଲେ। ଏବଂ ସମାନେେ ଚାହିଁଲେ ମାେତେ ମାରିଦବୋ ପାଇଁ ସମାନେେ ମାରେ ଉପପତ୍ନୀଙ୍କକ୍ସ୍ଟ ଧର୍ଷଣ କଲେ। ଏବଂ ସେ ମରିଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଗିବୀୟାର ଲୋକମାନେ ମୋʼ ବିରୁଦ୍ଧରେ ଉଠି ରାତ୍ରିରେ ଗୃହ ଚତୁର୍ଦ୍ଦିଗରେ ମୋତେ ଘେରିଲେ; ମୋତେ ସେମାନେ ବଧ କରିବାକୁ ବିଚାର କଲେ, ପୁଣି ମୋର ଉପପନିୀକି ବଳାତ୍କାର କଲେ, ତହିଁରେ ସେ ମଲା।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେହି ରାତ୍ରିରେ ଗିବିୟାର ଅଧିପତି ସେଠାକୁ ଆସିଲେ। ଯେଉଁଠାରେ ମୁଁ ରହୁଥିଲି। ସେମାନେ ସେ ଗୃହକୁ ଘେରିଗଲେ। ଏବଂ ସେମାନେ ଗ୍ଭହିଁଲେ ମୋତେ ମାରିଦେବା ପାଇଁ ସେମାନେ ମୋର ଉପପତ୍ନୀଙ୍କୁ ଧର୍ଷଣ କଲେ। ଏବଂ ସେ ମରିଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଗିବୀୟାର ଲୋକମାନେ ମୋʼ ବିରୁଦ୍ଧରେ ଉଠି ରାତ୍ରିରେ ଗୃହ ଚତୁର୍ଦ୍ଦିଗରେ ମୋତେ ଘେରିଲେ; ମୋତେ ସେମାନେ ବଧ କରିବାକୁ ବିଚାର କଲେ, ପୁଣି ମୋର ଉପପତ୍ନୀକୁ ବଳାତ୍କାର କଲେ, ତହିଁରେ ସେ ମଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି ଗିବୀୟାର ଲୋକମାନେ ମୋ’ ବିରୁଦ୍ଧରେ ଉଠି ରାତ୍ରିରେ ଗୃହ ଚତୁର୍ଦ୍ଦିଗରେ ମୋତେ ଘେରିଲେ; ମୋତେ ସେମାନେ ବଧ କରିବାକୁ ବିଚାର କଲେ, ପୁଣି ମୋର ଉପପତ୍ନୀକୁ ବଳାତ୍କାର କଲେ, ତହିଁରେ ସେ ମଲା।