Judges 20:6 — Compare Translations

5 translations compared side by side

Odia - 1840
"ତେଣୁ ମୁ ମାରେ ଉପପତ୍ନୀଙ୍କକ୍ସ୍ଟ ଗୃହକକ୍ସ୍ଟ ନଇେ ଆସିଲି ଏବଂ ତାକକ୍ସ୍ଟ କାଟି ଖଣ୍ତ ଖଣ୍ତ କରିଦଲେି। ତା'ପରେ ମୁ ତା'ର ଶରୀରର ଟକ୍ସ୍ଟକକ୍ସ୍ଟଡାଗକ୍ସ୍ଟଡିକ ସାରା ଇଶ୍ରାୟେଲ ମଧ୍ଯକକ୍ସ୍ଟ ପଠାଇଦଲେି, କାରଣ ବିନ୍ଯାମୀନର ଏହିସବୁ ଲୋକମାନେ ଇଶ୍ରାୟେଲ ରେ ଏହିପରି ଜଘନ୍ଯ ଅପମାନଜନକ କାର୍ୟ୍ଯ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମୁଁ ନିଜ ଉପପନିୀ କି ନେଇ ଖଣ୍ତ ଖଣ୍ତ କରି ଇସ୍ରାଏଲର ଅଧିକାରସ୍ଥ ପ୍ରଦେଶର ସର୍ବତ୍ର ପଠାଇଲି; କାରଣ ସେମାନେ ଇସ୍ରାଏଲ ମଧ୍ୟରେ ଦୁଷ୍ଟତା ଓ ମୂଢ଼ତାର କର୍ମ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୁଁ ମୋର ଉପପତ୍ନୀଙ୍କୁ ଗୃହକୁ ନେଇ ଆସିଲି ଏବଂ ତାକୁ କାଟି ଖଣ୍ତ ଖଣ୍ତ କରିଦେଲି। ତା’ପରେ ମୁଁ ତା’ର ଶରୀରର ଖଣ୍ତଗୁଡ଼ିକ ସାରା ଇସ୍ରାଏଲ ମଧ୍ୟକୁ ପଠାଇଦେଲି, କାରଣ ବିନ୍ୟାମୀନର ଏହିସବୁ ଲୋକମାନେ ଇସ୍ରାଏଲରେ ଏହିପରି ଜଘନ୍ୟ ଅପମାନଜନକ କାର୍ଯ୍ୟ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମୁଁ ନିଜ ଉପପତ୍ନୀକୁ ନେଇ ଖଣ୍ଡ ଖଣ୍ଡ କରି ଇସ୍ରାଏଲର ଅଧିକାରସ୍ଥ ପ୍ରଦେଶର ସର୍ବତ୍ର ପଠାଇଲି; କାରଣ ସେମାନେ ଇସ୍ରାଏଲ ମଧ୍ୟରେ ଦୁଷ୍ଟତା ଓ ମୂଢ଼ତାର କର୍ମ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତହୁଁ ମୁଁ ନିଜ ଉପପତ୍ନୀକୁ ନେଇ ଖଣ୍ଡ ଖଣ୍ଡ କରି ଇସ୍ରାଏଲର ଅଧିକାରସ୍ଥ ପ୍ରଦେଶର ସର୍ବତ୍ର ପଠାଇଲି; କାରଣ ସେମାନେ ଇସ୍ରାଏଲ ମଧ୍ୟରେ ଦୁଷ୍ଟତା ଓ ମୂଢ଼ତାର କର୍ମ କରିଅଛନ୍ତି।