Judges 20:7 — Compare Translations
5 translations compared side by side
Odia - 1840
"ବର୍ତ୍ତମାନ ଇଶ୍ରାୟେଲର ସମସ୍ତ ଲୋକଗଣ କକ୍ସ୍ଟହ ଏବଂ ତୁମ୍ଭର ମତାମତ ଦିଅ ଆମ୍ଭମାନେେ କ'ଣ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେ ସମସ୍ତେ ଏ ବିଷୟରେ ଆପଣା ଆପଣା ମତ ଓ ମନ୍ତ୍ରଣା ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ବର୍ତ୍ତମାନ ଇସ୍ରାଏଲର ସମସ୍ତ ଲୋକଗଣ କୁହ ଏବଂ ତୁମ୍ଭର ମତାମତ ଦିଅ ଆମ୍ଭେମାନେ କ’ଣ କରିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେ ସମସ୍ତେ ଏ ବିଷୟରେ ଆପଣା ଆପଣା ମତ ଓ ମନ୍ତ୍ରଣା ଦିଅ।”
Odia IRV 2017 (ଓଡିଆ ବାଇବେଲ)
ଦେଖ, ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେ ସମସ୍ତେ ଏ ବିଷୟରେ ଆପଣା ଆପଣା ମତ ଓ ମନ୍ତ୍ରଣା ଦିଅ।