Judges 20:8 — Compare Translations

5 translations compared side by side

Odia - 1840
"ଏହାପରେ ଜଣେ ଲୋକ ପରି ସମସ୍ତ ଲୋକ ଏକା ସମୟରେ ଉଠି ପଡିଲେ ଓ କହିଲେ, ଆମ୍ଭମାନଙ୍କ ମଧ୍ଯରକ୍ସ୍ଟ କହେି ଗୃହକକ୍ସ୍ଟ ୟିବା ନାହିଁ। କହେି କାହାର ସ୍ବଗୃହକକ୍ସ୍ଟ ଫରେିବା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସମସ୍ତେ ଏକ ଲୋକ ପରି ଉଠି କହିଲେ, ଆମ୍ଭେମାନେ କେହି ଆପଣା ତମ୍ଵୁକୁ ଯିବୁ ନାହିଁ, କିଅବା ଆମ୍ଭେମାନେ କେହି ଆପଣା ଘରକୁ ଫେରିବୁ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଜଣେ ଲୋକ ପରି ସମସ୍ତ ଲୋକ ଏକା ସମୟରେ ଉଠି ପଡ଼ିଲେ ଓ କହିଲେ, “ଆମ୍ଭମାନଙ୍କ ମଧ୍ୟରୁ କେହି ଗୃହକୁ ଯିବା ନାହିଁ। କେହି କାହାର ସ୍ୱଗୃହକୁ ଫେରିବା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସମସ୍ତେ ଏକ ଲୋକ ପରି ଉଠି କହିଲେ, “ଆମ୍ଭେମାନେ କେହି ଆପଣା ତମ୍ବୁକୁ ଯିବୁ ନାହିଁ, କିଅବା ଆମ୍ଭେମାନେ କେହି ଆପଣା ଘରକୁ ଫେରିବୁ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସମସ୍ତେ ଏକ ଲୋକ ପରି ଉଠି କହିଲେ, ଆମ୍ଭେମାନେ କେହି ଆପଣା ତମ୍ବୁକୁ ଯିବୁ ନାହିଁ, କିଅବା ଆମ୍ଭେମାନେ କେହି ଆପଣା ଘରକୁ ଫେରିବୁ ନାହିଁ।