Judges 20:9 — Compare Translations
5 translations compared side by side
Odia - 1840
"ଗିବିଯା ପ୍ରତି ଏବେ ଆମ୍ଭମାନେେ ଏହିପରି କରିବକ୍ସ୍ଟ, ଗକ୍ସ୍ଟଲିବାଣ୍ଟ କ୍ରମେ ତା'ର ପ୍ରତିକୂଳ ରେ ୟିବକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଗିବୀୟା ପ୍ରତି ଏବେ ଆମ୍ଭେମାନେ ଏହି କଥା କରିବୁ; ଗୁଲିବାଣ୍ଟ କ୍ରମେ ତାହା ପ୍ରତିକୂଳରେ ଯିବୁ;
Odia Bible ERV 2004 (ପବିତ୍ର ବାଇବଲ)
ଗିବିୟା ପ୍ରତି ଏବେ ଆମ୍ଭେମାନେ ଏହିପରି କରିବୁ, ଗୁଲିବାଣ୍ଟ କ୍ରମେ ତା’ର ପ୍ରତିକୂଳରେ ଯିବୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଗିବୀୟା ପ୍ରତି ଏବେ ଆମ୍ଭେମାନେ ଏହି କଥା କରିବୁ; ଗୁଲିବାଣ୍ଟ କ୍ରମେ ତାହା ବିରୁଦ୍ଧରେ ଯିବୁ;
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଗିବୀୟା ପ୍ରତି ଏବେ ଆମ୍ଭେମାନେ ଏହି କଥା କରିବୁ; ଗୁଲିବାଣ୍ଟ କ୍ରମେ ତାହା ବିରୁଦ୍ଧରେ ଯିବୁ;