Judges 21:1 — Compare Translations

5 translations compared side by side

Odia - 1840
"ମିପୀ ରେ ଇଶ୍ରାୟେଲର ସୈନ୍ଯମାନେ ଏକ ପ୍ରତିଜ୍ଞା କଲେ। ସମାନଙ୍କେର ପ୍ରତିଜ୍ଞା ଏହିପରି ଥିଲା, ଆମ୍ଭମାନଙ୍କ ମଧ୍ଯରକ୍ସ୍ଟ କହେି ବିନ୍ଯାମୀନ ପରିବାରବର୍ଗକକ୍ସ୍ଟ ଆମ୍ଭମାନଙ୍କର କନ୍ଯାକକ୍ସ୍ଟ ବିବାହ ଦବେେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲୀୟ ଲୋକମାନେ ମିସ୍ପୀରେ ଶପଥ କରି କହିଥିଲେ, ଆମ୍ଭମାନଙ୍କର କେହି ବିନ୍ୟାମୀନ ସହିତ ଆପଣା କନ୍ୟାର ବିବାହ ଦେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ବିନ୍ୟାମୀନର ଲୋକମାନଙ୍କ ପାଇଁ ପତ୍ନୀମାନଙ୍କ ହାସଲ ମି‌ସ୍‌ପୀରେ ଇସ୍ରାଏଲର ସୈନ୍ୟମାନେ ଏକ ପ୍ରତିଜ୍ଞା କଲେ। ସେମାନଙ୍କର ପ୍ରତିଜ୍ଞା ଏହିପରି ଥିଲା, “ଆମ୍ଭମାନଙ୍କ ମଧ୍ୟରୁ କେହି ବିନ୍ୟାମୀନ ପରିବାରବର୍ଗକୁ ଆମ୍ଭମାନଙ୍କର କନ୍ୟାକୁ ବିବାହ ଦେବେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲୀୟ ଲୋକମାନେ ମିସ୍ପାରେ ଶପଥ କରି କହିଥିଲେ, “ଆମ୍ଭମାନଙ୍କର କେହି ବିନ୍ୟାମୀନ୍ ସହିତ ଆପଣା କନ୍ୟାର ବିବାହ ଦେବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲୀୟ ଲୋକମାନେ ମିସ୍ପାରେ ଶପଥ କରି କହିଥିଲେ, ଆମ୍ଭମାନଙ୍କର କେହି ବିନ୍ୟାମୀନ୍ ସହିତ ଆପଣା କନ୍ୟାର ବିବାହ ଦେବ ନାହିଁ।