Judges 21:10 — Compare Translations
5 translations compared side by side
Odia - 1840
"ତେଣୁ ଇଶ୍ରାୟେଲର ଲୋକମାନେ 12,000 ସାହସୀ ୈସନ୍ଯମାନଙ୍କୁ ୟାବେଶ୍ ଗିଲିଯଦକକ୍ସ୍ଟ ପଠାଇଲେ। ସମାନେେ ସହେି ୈସନ୍ଯମାନଙ୍କୁ କହିଲେ, ତୁମ୍ଭମାନେେ ୟାବେଶ ଗିଲିଯଦକକ୍ସ୍ଟ ପାଖକକ୍ସ୍ଟ ୟାଅ ସଠାେକାର ସମସ୍ତ ପୁରୁଷ, ସ୍ତ୍ରୀ ଓ ପିଲାମାନଙ୍କୁ ହତ୍ଯା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମଣ୍ତଳୀ ସେ ସ୍ଥାନକୁ ବାର ହଜାର ମହାବୀର ପୁରୁଷ ପଠାଇ ସେମାନଙ୍କୁ ଆଜ୍ଞା ଦେଇ କହିଲେ, ଯାଇ ସ୍ତ୍ରୀ ବାଳକ ସମେତ ଯାବେଶ୍-ଗିଲୀୟଦ ନିବାସୀମାନଙ୍କୁ ଖଡ଼୍ଗଧାରରେ ଆଘାତ କର ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଇସ୍ରାଏଲର ଲୋକମାନେ 12,000 ସାହସୀ ସୈନ୍ୟମାନଙ୍କୁ ଯାବେଶ୍ ଗିଲିୟଦକୁ ପଠାଇଲେ। ସେମାନେ ସେହି ସୈନ୍ୟମାନଙ୍କୁ କହିଲେ, “ତୁମ୍ଭେମାନେ ଯାବେଶ୍ ଗିଲିୟଦକୁ ଯାଅ ସେଠାକାର ସମସ୍ତ ପୁରୁଷ, ସ୍ତ୍ରୀ ଓ ପିଲାମାନଙ୍କୁ ହତ୍ୟା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମଣ୍ଡଳୀ ସେ ସ୍ଥାନକୁ ବାର ହଜାର ମହାବୀର ପୁରୁଷ ପଠାଇ ସେମାନଙ୍କୁ ଆଜ୍ଞା ଦେଇ କହିଲେ, “ଯାଇ ସ୍ତ୍ରୀ ବାଳକ ସମେତ ଯାବେଶ-ଗିଲୀୟଦ ନିବାସୀମାନଙ୍କୁ ଖଡ୍ଗଧାରରେ ଆଘାତ କର।
Odia IRV 2017 (ଓଡିଆ ବାଇବେଲ)
ତହୁଁ ମଣ୍ଡଳୀ ସେ ସ୍ଥାନକୁ ବାର ହଜାର ମହାବୀର ପୁରୁଷ ପଠାଇ ସେମାନଙ୍କୁ ଆଜ୍ଞା ଦେଇ କହିଲେ, ଯାଇ ସ୍ତ୍ରୀ ବାଳକ ସମେତ ଯାବେଶ ଗିଲୀୟଦ ନିବାସୀମାନଙ୍କୁ ଖଡ୍ଗଧାରରେ ଆଘାତ କର।