Judges 21:11 — Compare Translations
5 translations compared side by side
Odia - 1840
"ତୁମ୍ଭେ ନିଶ୍ଚିତ ଏହିପରି କରିବ! ତୁମ୍ଭମାନେେ ନିଶ୍ଚିତ ୟାବେଶ ଗିଲିଯାଦର ସମସ୍ତ ପୁରୁଷମାନଙ୍କୁ ହତ୍ଯା କରିବ ଏବଂ ପୁରୁଷ ସହିତ ସହବାସ କରିଥିବା ପ୍ରେତ୍ୟକକ ସ୍ତ୍ରୀକକ୍ସ୍ଟ ହତ୍ଯା କରିବ। ଯେଉଁ ସ୍ତ୍ରୀ ଲୋକମାନଙ୍କର କୌଣସି ୟୌନ ସଐର୍କ ନ ଥିବ ସମାନଙ୍କେୁ ହତ୍ଯାକର ନାହିଁ। ତେଣୁ ସହେି ସୈନ୍ଯମାନେ ଠିକ୍ ସହେିପରି କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ତୁମ୍ଭେମାନେ ଏହା କରିବ; ତୁମ୍ଭେମାନେ ପ୍ରତ୍ୟେକ ପୁରୁଷକୁ ଓ ପୁରୁଷ-ସହବାସିନୀ ପ୍ରତ୍ୟେକ ସ୍ତ୍ରୀକି ବର୍ଜିତ ରୂପେ ବିନାଶ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ନିଶ୍ଚିତ ଏହିପରି କରିବ! ତୁମ୍ଭେମାନେ ନିଶ୍ଚିତ ଯାବେଶ୍ ଗିଲିୟଦର ସମସ୍ତ ପୁରୁଷମାନଙ୍କୁ ହତ୍ୟା କରିବ ଏବଂ ପୁରୁଷ ସହିତ ସହବାସ କରିଥିବା ପ୍ରତ୍ୟେକ ସ୍ତ୍ରୀକୁ ହତ୍ୟା କରିବ। ଯେଉଁ ସ୍ତ୍ରୀଲୋକମାନଙ୍କର କୌଣସି ଯୌନ ସମ୍ପର୍କ ନ ଥିବ ସେମାନଙ୍କୁ ହତ୍ୟାକର ନାହିଁ।” ତେଣୁ ସେହି ସୈନ୍ୟମାନେ ଠିକ୍ ସେହିପରି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ତୁମ୍ଭେମାନେ ଏହା କରିବ; ତୁମ୍ଭେମାନେ ପ୍ରତ୍ୟେକ ପୁରୁଷକୁ ଓ ପୁରୁଷ-ସହବାସିନୀ ପ୍ରତ୍ୟେକ ସ୍ତ୍ରୀକୁ ବର୍ଜିତ ରୂପେ ବିନାଶ କରିବ।”
Odia IRV 2017 (ଓଡିଆ ବାଇବେଲ)
ଆହୁରି ତୁମ୍ଭେମାନେ ଏହା କରିବ; ତୁମ୍ଭେମାନେ ପ୍ରତ୍ୟେକ ପୁରୁଷକୁ ଓ ପୁରୁଷ-ସହବାସିନୀ ପ୍ରତ୍ୟେକ ସ୍ତ୍ରୀକୁ ବର୍ଜିତ ରୂପେ ବିନାଶ କରିବ।