Judges 21:12 — Compare Translations
5 translations compared side by side
Odia - 1840
"ସହେି 12,000 ସୈନ୍ଯମାନେ ଏପରି 400 ୟକ୍ସ୍ଟବତୀଙ୍କକ୍ସ୍ଟ ଦେଖିଲେ ଯେଉଁମାନଙ୍କର କୌଣସି ପୁରୁଷଙ୍କ ସହିତ ଶାରିରୀକ ସଐର୍କ ନ ଥିଲା। ସହେି ସୈନ୍ଯମାନେ ୟାବେଶ ଗିଲିଯଦରକ୍ସ୍ଟ ସହେି ସ୍ତ୍ରୀ ଲୋକମାନଙ୍କୁ ଶୀଲୋ ନିକଟର ଛାଉଣୀକକ୍ସ୍ଟ ନଇେ ଆସିଲେ। ଯାହାକି କିଣାନ ଦେଶ ରେ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେମାନେ ଯାବେଶ୍-ଗିଲୀୟଦ ନିବାସୀ-ମାନଙ୍କ ମଧ୍ୟରେ ପୁରୁଷ-ସହବାସରହିତା ଚାରି ଶହ ଅବିବାହିତା କନ୍ୟା ପାଇଲେ; ଆଉ ସେମାନଙ୍କୁ କିଣାନ ଦେଶସ୍ଥ ଶୀଲୋ ଛାଉଣିକି ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି 12,000 ସୈନ୍ୟମାନେ ଏପରି 400 ଯୁବତୀଙ୍କୁ ଦେଖିଲେ ଯେଉଁମାନଙ୍କର କୌଣସି ପୁରୁଷଙ୍କ ସହିତ ଶାରିରୀକ ସମ୍ପର୍କ ନ ଥିଲା। ସେହି ସୈନ୍ୟମାନେ ଯାବେଶ୍ ଗିଲିୟଦରୁ ସେହି ସ୍ତ୍ରୀଲୋକମାନଙ୍କୁ ଶୀଲୋ ନିକଟର ଛାଉଣିକୁ ନେଇ ଆସିଲେ। ଯାହାକି କିଣାନ ଦେଶରେ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେମାନେ ଯାବେଶ-ଗିଲୀୟଦ ନିବାସୀମାନଙ୍କ ମଧ୍ୟରେ ପୁରୁଷ-ସହବାସରହିତା ଚାରି ଶହ ଅବିବାହିତା କନ୍ୟା ପାଇଲେ; ଆଉ ସେମାନଙ୍କୁ କିଣାନ ଦେଶସ୍ଥ ଶୀଲୋ ଛାଉଣିକୁ ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେମାନେ ଯାବେଶ ଗିଲୀୟଦ ନିବାସୀମାନଙ୍କ ମଧ୍ୟରେ ପୁରୁଷ-ସହବାସରହିତା ଚାରି ଶହ ଅବିବାହିତା କନ୍ୟା ପାଇଲେ; ଆଉ ସେମାନଙ୍କୁ କିଣାନ ଦେଶସ୍ଥ ଶୀଲୋ ଛାଉଣିକୁ ଆଣିଲେ।