Judges 21:13 — Compare Translations

5 translations compared side by side

Odia - 1840
"ଏହିପରି ଇଶ୍ରାୟେଲର ଲୋକମାନେ ବିନ୍ଯାମୀନୀୟମାନଙ୍କ ପାଖକକ୍ସ୍ଟ ଏକ ବାର୍ତ୍ତା ପଠାଇଲେ। ରିମ୍ମୋନ୍ ଶୈଳଠା ରେ ରହକ୍ସ୍ଟଥିବା ବିନ୍ଯାମୀନ ଲୋକମାନଙ୍କ ସହିତ ଶାନ୍ତି ଚକ୍ସ୍ଟକ୍ତି ପ୍ରଦାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସମଗ୍ର ମଣ୍ତଳୀ ରିମ୍ମୋନ୍ ଶୈଳସ୍ଥିତ ବିନ୍ୟାମୀନ ସନ୍ତାନଗଣ ସହିତ ଆଳାପ କଲେ ଓ ଦୂତ ପଠାଇ ସେମାନଙ୍କ ନିକଟରେ ସନ୍ଧି ପ୍ରଚାର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ଇସ୍ରାଏଲର ଲୋକମାନେ ବିନ୍ୟାମୀନୀୟମାନଙ୍କ ପାଖକୁ ଏକ ବାର୍ତ୍ତା ପଠାଇଲେ। ରିମ୍ମୋନ୍ ଶୈଳଠାରେ ରହୁଥିବା ବିନ୍ୟାମୀନ ଲୋକମାନଙ୍କ ସହିତ ଶାନ୍ତି ଚୁକ୍ତି ପ୍ରଦାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସମଗ୍ର ମଣ୍ଡଳୀ ରିମ୍ମୋନ୍‍ ଶୈଳସ୍ଥିତ ବିନ୍ୟାମୀନ୍-ସନ୍ତାନଗଣ ସହିତ ଆଳାପ କଲେ ଓ ଦୂତ ପଠାଇ ସେମାନଙ୍କ ନିକଟରେ ଶାନ୍ତି ପ୍ରଚାର କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସମଗ୍ର ମଣ୍ଡଳୀ ରିମ୍ମୋନ୍‍ ଶୈଳସ୍ଥିତ ବିନ୍ୟାମୀନ୍ ସନ୍ତାନଗଣ ସହିତ ଆଳାପ କଲେ ଓ ଦୂତ ପଠାଇ ସେମାନଙ୍କ ନିକଟରେ ଶାନ୍ତି ପ୍ରଚାର କଲେ।