Judges 21:14 — Compare Translations
5 translations compared side by side
Odia - 1840
"ସହେି ସମୟରେ ବିନ୍ଯାମୀନୀଯ ଲୋକମାନେ ଫରେି ଆସିଲେ। ଇଶ୍ରାୟେଲର ଲୋକମାନେ ଯେଉଁମାନଙ୍କୁ ସମାନେେ ଜୀବିତ ରଖିଥିଲେ, ସମାନଙ୍କେୁ ୟାବେଶ ଗିଲିଯଦର ସ୍ତ୍ରୀ ଲୋକମାନଙ୍କୁ ବିବାହ କରିବା ପାଇଁ ଅନକ୍ସ୍ଟମତି ଦେଲେ। କିନ୍ତୁ ବିନ୍ଯାମୀନର ସମସ୍ତ ଲୋକମାନଙ୍କ ପାଇଁ ୟଥେଷ୍ଟ ସ୍ତ୍ରୀ ଲୋକ ନ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସମୟରେ ବିନ୍ୟାମୀନୀୟ ଲୋକମାନେ ଫେରି ଆସିଲେ; ତହୁଁ ଯାବେଶ୍-ଗିଲୀୟଦର ଯେଉଁ ସ୍ତ୍ରୀମାନଙ୍କୁ ଇସ୍ରାଏଲୀୟମାନେ ବଞ୍ଚାଇ ରଖିଥିଲେ, ସେମାନଙ୍କୁ ସେମାନଙ୍କ ସହିତ ବିବାହ କରିଦେଲେ, ତଥାପି ସେମାନଙ୍କ ପାଇଁ କନ୍ୟା ଅଣ୍ଟିଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ବିନ୍ୟାମୀନୀୟ ଲୋକମାନେ ଫେରି ଆସିଲେ। ଇସ୍ରାଏଲର ଲୋକମାନେ ଯେଉଁମାନଙ୍କୁ ସେମାନେ ଜୀବିତ ରଖିଥିଲେ, ସେମାନଙ୍କୁ ଯାବେଶ୍ ଗିଲିୟଦର ସ୍ତ୍ରୀଲୋକମାନଙ୍କୁ ବିବାହ କରିବା ପାଇଁ ଅନୁମତି ଦେଲେ। କିନ୍ତୁ ବିନ୍ୟାମୀନର ସମସ୍ତ ଲୋକମାନଙ୍କ ପାଇଁ ଯଥେଷ୍ଟ ସ୍ତ୍ରୀଲୋକ ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସମୟରେ ବିନ୍ୟାମୀନୀୟ ଲୋକମାନେ ଫେରି ଆସିଲେ; ତହୁଁ ଯାବେଶ-ଗିଲୀୟଦର ଯେଉଁ ସ୍ତ୍ରୀମାନଙ୍କୁ ଇସ୍ରାଏଲୀୟମାନେ ବଞ୍ଚାଇ ରଖିଥିଲେ, ସେମାନଙ୍କୁ ସେମାନଙ୍କ ସହିତ ବିବାହ କରିଦେଲେ, ତଥାପି ସେମାନଙ୍କ ପାଇଁ କନ୍ୟା ଅଣ୍ଟିଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେ ସମୟରେ ବିନ୍ୟାମୀନୀୟ ଲୋକମାନେ ଫେରି ଆସିଲେ; ତହୁଁ ଯାବେଶ ଗିଲୀୟଦର ଯେଉଁ ସ୍ତ୍ରୀମାନଙ୍କୁ ଇସ୍ରାଏଲୀୟମାନେ ବଞ୍ଚାଇ ରଖିଥିଲେ, ସେମାନଙ୍କୁ ସେମାନଙ୍କ ସହିତ ବିବାହ କରିଦେଲେ, ତଥାପି ସେମାନଙ୍କ ପାଇଁ କନ୍ୟା ଅଣ୍ଟିଲେ ନାହିଁ।