Judges 21:15 — Compare Translations

5 translations compared side by side

Odia - 1840
"ଲୋକମାନେ ବିନ୍ଯାମୀନର ପରିବାରବର୍ଗର ଲୋକମାନଙ୍କ ପାଇଁ ଦକ୍ସ୍ଟଃଖ ଅନକ୍ସ୍ଟଭବ କଲେ, କାରଣ ସଦାପ୍ରଭୁ ଇଶ୍ରାୟେଲ ରେ ଅନ୍ୟ ପରିବାରବର୍ଗଠାରକ୍ସ୍ଟ ସମାନଙ୍କେୁ ଅଲଗା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସଦାପ୍ରଭୁ ଇସ୍ରାଏଲ-ବଂଶସମୂହ ମଧ୍ୟରେ ଛିଦ୍ର କରିବାରୁ ଲୋକମାନେ ବିନ୍ୟାମୀନୀୟମାନଙ୍କ ବିଷୟରେ ଅନୁତାପ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ବିନ୍ୟାମୀନର ପରିବାରବର୍ଗର ଲୋକମାନଙ୍କ ପାଇଁ ଦୁଃଖ ଅନୁଭବ କଲେ, କାରଣ ସଦାପ୍ରଭୁ ଇସ୍ରାଏଲରେ ଅନ୍ୟ ପରିବାରବର୍ଗଠାରୁ ସେମାନଙ୍କୁ ଅଲଗା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସଦାପ୍ରଭୁ ଇସ୍ରାଏଲ ବଂଶସମୂହ ମଧ୍ୟରେ ଛିଦ୍ର କରିବାରୁ ଲୋକମାନେ ବିନ୍ୟାମୀନୀୟମାନଙ୍କ ବିଷୟରେ ଅନୁତାପ କଲେ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସଦାପ୍ରଭୁ ଇସ୍ରାଏଲ ବଂଶସମୂହ ମଧ୍ୟରେ ଛିଦ୍ର କରିବାରୁ ଲୋକମାନେ ବିନ୍ୟାମୀନୀୟମାନଙ୍କ ବିଷୟରେ ଅନୁତାପ କଲେ।

Recommended Reading