Judges 21:16 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ଅଧିପତିମାନେ କହିଲେ, ବିନ୍ଯାମୀନ ପରିବାରବର୍ଗ ମଧ୍ଯରକ୍ସ୍ଟ ସ୍ତ୍ରୀମାନେ ମରା ୟାଇଛନ୍ତି। ଏଣୁ ଅବଶିଷ୍ଟ ଲୋକମାନଙ୍କ ବିବାହ ବିଷଯ ରେ ଆମ୍ଭମାନେେ କ'ଣ କରିବା?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ମଣ୍ତଳୀର ପ୍ରାଚୀନମାନେ କହିଲେ, ବିନ୍ୟାମୀନ ମଧ୍ୟରୁ ସ୍ତ୍ରୀମାନେ ଉଚ୍ଛିନ୍ନ ହୋଇଅଛନ୍ତି, ଏଣୁ ଅବଶିଷ୍ଟ ଲୋକମାନଙ୍କ ବିବାହ ବିଷୟରେ ଆମ୍ଭେମାନେ କଅଣ କରିବା?
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ଅଧିପତିମାନେ କହିଲେ, “ବିନ୍ୟାମୀନ ପରିବାରବର୍ଗ ମଧ୍ୟରୁ ସ୍ତ୍ରୀମାନେ ମରା ଯାଇଛନ୍ତି। ଏଣୁ ଅବଶିଷ୍ଟ ଲୋକମାନଙ୍କ ବିବାହ ବିଷୟରେ ଆମ୍ଭେମାନେ କ’ଣ କରିବା?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ମଣ୍ଡଳୀର ପ୍ରାଚୀନମାନେ କହିଲେ, “ବିନ୍ୟାମୀନ୍ ମଧ୍ୟରୁ ସ୍ତ୍ରୀମାନେ ଉଚ୍ଛିନ୍ନ ହୋଇଅଛନ୍ତି, ଏଣୁ ଅବଶିଷ୍ଟ ଲୋକମାନଙ୍କ ବିବାହ ବିଷୟରେ ଆମ୍ଭେମାନେ କଅଣ କରିବା?”
Odia IRV 2017 (ଓଡିଆ ବାଇବେଲ)
ତେବେ ମଣ୍ଡଳୀର ପ୍ରାଚୀନମାନେ କହିଲେ, ବିନ୍ୟାମୀନ୍ ମଧ୍ୟରୁ ସ୍ତ୍ରୀମାନେ ଉଚ୍ଛିନ୍ନ ହୋଇଅଛନ୍ତି, ଏଣୁ ଅବଶିଷ୍ଟ ଲୋକମାନଙ୍କ ବିବାହ ବିଷୟରେ ଆମ୍ଭେମାନେ କଅଣ କରିବା?