Judges 21:17 — Compare Translations
5 translations compared side by side
Odia - 1840
"ବିନ୍ଯାମୀନ ପରିବାରବର୍ଗର ଅବଶିଷ୍ଟ ଲୋକମାନେ ସମାନଙ୍କେର ବଂଶ ରକ୍ଷା କରିବା ଉଚିତ୍। ତା' ନ ହେଲେ ଇଶ୍ରାୟେଲରକ୍ସ୍ଟ ପରିବାରବର୍ଗ ଲୋପ ପାଇଯିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ସେମାନେ କହିଲେ, ଇସ୍ରାଏଲ ମଧ୍ୟରୁ ଏକ ବଂଶର ଲୋପ ଯେପରି ନ ହୁଏ, ଏଥିପାଇଁ ବିନ୍ୟାମୀନର ଅଧିକାର ସେହି ଅବଶିଷ୍ଟ ଲୋକମାନଙ୍କର ହେଉ ।
Odia Bible ERV 2004 (ପବିତ୍ର ବାଇବଲ)
ବିନ୍ୟାମୀନ ପରିବାରବର୍ଗର ଅବଶିଷ୍ଟ ଲୋକମାନେ ସେମାନଙ୍କର ବଂଶ ରକ୍ଷା କରିବା ଉଚିତ୍। ତା’ ନ ହେଲେ ଇସ୍ରାଏଲରୁ ପରିବାରବର୍ଗ ଲୋପ ପାଇଯିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ସେମାନେ କହିଲେ, “ଇସ୍ରାଏଲ ମଧ୍ୟରୁ ଏକ ବଂଶର ଲୋପ ଯେପରି ନ ହୁଏ, ଏଥିପାଇଁ ବିନ୍ୟାମୀନ୍ର ଅଧିକାର ସେହି ଅବଶିଷ୍ଟ ଲୋକମାନଙ୍କର ହେଉ।
Odia IRV 2017 (ଓଡିଆ ବାଇବେଲ)
ଆହୁରି ସେମାନେ କହିଲେ, ଇସ୍ରାଏଲ ମଧ୍ୟରୁ ଏକ ବଂଶର ଲୋପ ଯେପରି ନ ହୁଏ, ଏଥିପାଇଁ ବିନ୍ୟାମୀନ୍ର ଅଧିକାର ସେହି ଅବଶିଷ୍ଟ ଲୋକମାନଙ୍କର ହେଉ।