Judges 21:19 — Compare Translations

5 translations compared side by side

Odia - 1840
"ସମାନେେ କହିଲେ, ଶୀଲୋ ରେ ସଦାପ୍ରଭୁଙ୍କର ଉତ୍ସବ ଗ୍ଭଲିଛି। ଏହି ଉତ୍ସବ ପ୍ରତି ବର୍ଷ ସଠାେରେ ହକ୍ସ୍ଟଏ। ଶୀଲୋ ବୈେଥଲର ଉତ୍ତର ରେ ଥିଲା, ବୈଥଲଠାେରକ୍ସ୍ଟ ଶିଖିମ ରାସ୍ତାର ପୂର୍ବପଟେ ଥିଲା ଏବଂ ଲବୋନାର ଦକ୍ଷିଣକକ୍ସ୍ଟ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ସେମାନେ କହିଲେ, ଦେଖ, ବୈଥେଲର ଉତ୍ତର ଦିଗରେ, ବୈଥେଲଠୁ ଶିଖିମକୁ ଯିବା ସଡ଼କର ପୂର୍ବ ଆଡ଼େ ଓ ଲବୋନାର ଦକ୍ଷିଣ ଦିଗରେ ସ୍ଥିତ ଶୀଲୋରେ ପ୍ରତି ବର୍ଷ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଉତ୍ସବ ହୋଇଥାଏ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ କହିଲେ, ଶୀଲୋରେ ସଦାପ୍ରଭୁଙ୍କର ଉତ୍ସବ ଗ୍ଭଲିଛି। ଏହି ଉତ୍ସବ ପ୍ରତି ବର୍ଷ ସେଠାରେ ହୁଏ।” ଶୀଲୋ ବୈଥେ‌ଲ୍‌ର ଉତ୍ତରରେ ଥିଲା, ବୈଥେଲଠାରୁ ଶିଖିମ ରାସ୍ତାର ପୂର୍ବପଟେ ଥିଲା ଏବଂ ଲବୋନାର ଦକ୍ଷିଣକୁ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ସେମାନେ କହିଲେ, “ଦେଖ, ବେଥେଲ୍‍ର ଉତ୍ତର ଦିଗରେ, ବେଥେଲ୍‍ରୁ ଶିଖିମକୁ ଯିବା ସଡ଼କର ପୂର୍ବ ଆଡ଼େ ଓ ଲବୋନାର ଦକ୍ଷିଣ ଦିଗରେ ସ୍ଥିତ ଶୀଲୋରେ ପ୍ରତି ବର୍ଷ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଉତ୍ସବ ହୋଇଥାଏ।”
Odia IRV 2017 (ଓଡିଆ ବାଇବେଲ)
ଆହୁରି ସେମାନେ କହିଲେ, ଦେଖ, ବେଥେଲ୍‍ର ଉତ୍ତର ଦିଗରେ, ବେଥେଲ୍‍ରୁ ଶିଖିମକୁ ଯିବା ସଡ଼କର ପୂର୍ବ ଆଡ଼େ ଓ ଲବୋନାର ଦକ୍ଷିଣ ଦିଗରେ ସ୍ଥିତ ଶୀଲୋରେ ପ୍ରତି ବର୍ଷ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଉତ୍ସବ ହୋଇଥାଏ।