Judges 21:20 — Compare Translations
5 translations compared side by side
Odia - 1840
"ତେଣୁ ଇଶ୍ରାୟେଲର ନତେୃବର୍ଗ ବିଦ୍ଯାମୀନଙ୍କକ୍ସ୍ଟ ସମାନଙ୍କେର ଯୋଜନା ବିଷଯ ରେ କହିଲେ। ସମାନେେ କହିଲେ, ଦ୍ରାକ୍ଷାକ୍ଷେତ୍ରକକ୍ସ୍ଟ ୟାଅ ଓ ଲକ୍ସ୍ଟଚି ରକ୍ସ୍ଟହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସେମାନେ ବିନ୍ୟାମୀନ-ସନ୍ତାନଗଣକୁ ଆଜ୍ଞା ଦେଇ କହିଲେ, ତୁମ୍ଭେମାନେ ଯାଇ ଦ୍ରାକ୍ଷାକ୍ଷେତ୍ରରେ ଛକି ବସି ଅନାଅ;
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଇସ୍ରାଏଲର ନେତୃବର୍ଗ ବିନ୍ୟାମୀନଙ୍କୁ ସେମାନଙ୍କର ଯୋଜନା ବିଷୟରେ କହିଲେ। ସେମାନେ କହିଲେ, “ଦ୍ରାକ୍ଷାକ୍ଷେତ୍ରକୁ ଯାଅ ଓ ଲୁଚି ରୁହ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସେମାନେ ବିନ୍ୟାମୀନ୍-ସନ୍ତାନଗଣକୁ ଆଜ୍ଞା ଦେଇ କହିଲେ, “ତୁମ୍ଭେମାନେ ଯାଇ ଦ୍ରାକ୍ଷାକ୍ଷେତ୍ରରେ ଛକି ବସି ଅନାଅ;
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସେମାନେ ବିନ୍ୟାମୀନ୍-ସନ୍ତାନଗଣକୁ ଆଜ୍ଞା ଦେଇ କହିଲେ, ତୁମ୍ଭେମାନେ ଯାଇ ଦ୍ରାକ୍ଷାକ୍ଷେତ୍ରରେ ଛକି ବସି ଅନାଅ;