Judges 21:23 — Compare Translations
5 translations compared side by side
Odia - 1840
"ଏଣୁ ଏହା ଅନକ୍ସ୍ଟସା ରେ ବିନ୍ଯାମୀନୀଯ ପରିବାରବର୍ଗର ଲୋକମାନେ କଲେ। ଯେତବେେଳେ ୟକ୍ସ୍ଟବତୀମାନେ ନିଚକ୍ସ୍ଟଥିଲେ, ପ୍ରେତ୍ୟକକ ଲୋକ ମାନେ ଜଣେ ଜଣେ ୟକ୍ସ୍ଟବତୀମାନଙ୍କୁ ଧରିଲେ, ସମାନଙ୍କେୁ ନଇଗେଲେ ଏବଂ ବିବାହ କଲେ। ତା'ପରେ ସମାନେେ ସମାନଙ୍କେର ଦେଶକକ୍ସ୍ଟ ଫରେି ଆସିଲେ। ବିନ୍ଯାମୀନୀଯ ଲୋକମାନେ ପକ୍ସ୍ଟନ୍ନରାଯ ସମାନଙ୍କେର ନଗର ନିର୍ମାଣ କଲେ ଓ ସଠାେରେ ବାସ କରିବାକୁ ଆରମ୍ଭ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ବିନ୍ୟାମୀନ-ସନ୍ତାନଗଣ ସେରୂପ କରି ଆପଣାମାନଙ୍କ ସଂଖ୍ୟାନୁସାରେ ନୃତ୍ୟକାରିଣୀମାନଙ୍କ ମଧ୍ୟରୁ ଭାର୍ଯ୍ୟା ନେଇ ଚାଲିଗଲେ ଆଉ ସେମାନେ ଆପଣା ଆପଣା ଅଧିକାରକୁ ଫେରି ଯାଇ ନଗର ନିର୍ମାଣ କରି ତହିଁ ମଧ୍ୟରେ ବାସ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ଏହା ଅନୁସାରେ ବିନ୍ୟାମୀନୀୟ ପରିବାରବର୍ଗର ଲୋକମାନେ କଲେ। ଯେତେବେଳେ ଯୁବତୀମାନେ ନାଚୁଥିଲେ, ପ୍ରତ୍ୟେକ ଲୋକମାନେ ଜଣେ ଜଣେ ଯୁବତୀମାନଙ୍କୁ ଧରିଲେ, ସେମାନଙ୍କୁ ନେଇଗଲେ ଏବଂ ବିବାହ କଲେ। ତା’ପରେ ସେମାନେ ସେମାନଙ୍କର ଦେଶକୁ ଫେରି ଆସିଲେ। ବିନ୍ୟାମୀନୀୟ ଲୋକମାନେ ପୁନ୍ନରାୟ ସେମାନଙ୍କର ନଗର ନିର୍ମାଣ କଲେ ଓ ସେଠାରେ ବାସ କରିବାକୁ ଆରମ୍ଭ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ବିନ୍ୟାମୀନ୍-ସନ୍ତାନଗଣ ସେରୂପ କରି ଆପଣାମାନଙ୍କ ସଂଖ୍ୟାନୁସାରେ ନୃତ୍ୟକାରିଣୀମାନଙ୍କ ମଧ୍ୟରୁ ଭାର୍ଯ୍ୟା ନେଇ ଚାଲିଗଲେ ଆଉ ସେମାନେ ଆପଣା ଆପଣା ଅଧିକାରକୁ ଫେରିଯାଇ ନଗର ନିର୍ମାଣ କରି ତହିଁ ମଧ୍ୟରେ ବାସ କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ବିନ୍ୟାମୀନ୍-ସନ୍ତାନଗଣ ସେରୂପ କରି ଆପଣାମାନଙ୍କ ସଂଖ୍ୟାନୁସାରେ ନୃତ୍ୟକାରିଣୀମାନଙ୍କ ମଧ୍ୟରୁ ଭାର୍ଯ୍ୟା ନେଇ ଚାଲିଗଲେ ଆଉ ସେମାନେ ଆପଣା ଆପଣା ଅଧିକାରକୁ ଫେରି ଯାଇ ନଗର ନିର୍ମାଣ କରି ତହିଁ ମଧ୍ୟରେ ବାସ କଲେ।