Judges 21:24 — Compare Translations

5 translations compared side by side

Odia - 1840
"ଏହାପରେ ଇଶ୍ରାୟେଲର ଲୋକମାନେ ସମାନଙ୍କେର ନିଜ ପରିବାରବର୍ଗକକ୍ସ୍ଟ ଏବଂ ସମାନଙ୍କେର ପରିବାରକକ୍ସ୍ଟ ଏବଂ ନିଜ ଦେଶ ରେ ଥିବା ସ୍ବଗୃହକକ୍ସ୍ଟ ପ୍ରତ୍ଯାବର୍ତ୍ତନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଇସ୍ରାଏଲ-ସନ୍ତାନଗଣ ସେତେବେଳେ ସେଠାରୁ ପ୍ରସ୍ଥାନ କରି ପ୍ରତ୍ୟେକେ ଆପଣା ଆପଣା ବଂଶ ଓ ଗୋଷ୍ଠୀ ନିକଟକୁ ଯାଇ ସେଠାରୁ ଆପଣା ଆପଣା ଅଧିକାରକୁ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଇସ୍ରାଏଲର ଲୋକମାନେ ସେମାନଙ୍କର ନିଜ ପରିବାରବର୍ଗକୁ ଏବଂ ସେମାନଙ୍କର ପରିବାରକୁ ଏବଂ ନିଜ ଦେଶରେ ଥିବା ସ୍ୱଗୃହକୁ ପ୍ରତ୍ୟାବର୍ତ୍ତନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଇସ୍ରାଏଲ-ସନ୍ତାନଗଣ ସେତେବେଳେ ସେଠାରୁ ପ୍ରସ୍ଥାନ କରି ପ୍ରତ୍ୟେକେ ଆପଣା ଆପଣା ବଂଶ ଓ ଗୋଷ୍ଠୀ ନିକଟକୁ ଯାଇ ସେଠାରୁ ଆପଣା ଆପଣା ଅଧିକାରକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଇସ୍ରାଏଲ ସନ୍ତାନଗଣ ସେତେବେଳେ ସେଠାରୁ ପ୍ରସ୍ଥାନ କରି ପ୍ରତ୍ୟେକେ ଆପଣା ଆପଣା ବଂଶ ଓ ଗୋଷ୍ଠୀ ନିକଟକୁ ଯାଇ ସେଠାରୁ ଆପଣା ଆପଣା ଅଧିକାରକୁ ଗଲେ।