Judges 21:25 — Compare Translations
5 translations compared side by side
Odia - 1840
"ସେ ସମୟର ଇଶ୍ରାୟେଲର ଲୋକମାନଙ୍କର ଜଣେ ରାଜା ନ ଥିଲେ। ତେଣୁ ପ୍ରେତ୍ୟକକ ବ୍ଯକ୍ତି ଯାହା ସମାନଙ୍କେ ପାଇଁ ଠିକ୍ ମଣକ୍ସ୍ଟଥିଲେ ତାହା କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲା; ଯାହା ଦୃଷ୍ଟିରେ ଯାହା ଭଲ, ସେ ତାହା କଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସମୟରେ ଇସ୍ରାଏଲ ଲୋକମାନଙ୍କର କେହି ରାଜା ନ ଥିଲେ। ତେଣୁ ପ୍ରତ୍ୟେକ ବ୍ୟକ୍ତି ଯାହା ସେମାନଙ୍କ ପାଇଁ ଠିକ୍ ମଣୁଥିଲେ ତାହା କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲା; ଯାହା ଦୃଷ୍ଟିରେ ଯାହା ଭଲ, ସେ ତାହା କଲା।
Odia IRV 2017 (ଓଡିଆ ବାଇବେଲ)
ସେ ସମୟରେ ଇସ୍ରାଏଲ ମଧ୍ୟରେ କୌଣସି ରାଜା ନ ଥିଲା; ଯାହା ଦୃଷ୍ଟିରେ ଯାହା ଭଲ, ସେ ତାହା କଲା।