Judges 21:3 — Compare Translations
5 translations compared side by side
Odia - 1840
"ସମାନେେ ସଦାପ୍ରଭୁଙ୍କୁ କହିଲେ, ହେ ସଦାପ୍ରଭୁ! ତୁମ୍ଭେ ଇଶ୍ରାୟେଲର ପରମେଶ୍ବର। ଇଶ୍ରାୟେଲୀୟ ପ୍ରତି ଏପରି ବିପଦ କାହିଁକି ପଡିଲା? ଏବଂ କାହିଁକି ଇଶ୍ରାୟେଲର ପରିବାରବର୍ଗ ମଧ୍ଯରକ୍ସ୍ଟ ଗୋଟିଏ ହଜି ଯାଉଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେମାନେ କହିଲେ, ହେ ଇସ୍ରାଏଲର ପରମେଶ୍ଵର ସଦାପ୍ରଭୋ, ଆଜି ଯେ ଇସ୍ରାଏଲ ମଧ୍ୟରୁ ଏକ ବଂଶର ଊଣା ହେଲା, ଇସ୍ରାଏଲ ମଧ୍ୟରେ ଏପରି କାହିଁକି ଘଟିଲା?
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସଦାପ୍ରଭୁଙ୍କୁ କହିଲେ, “ହେ ସଦାପ୍ରଭୁ! ତୁମ୍ଭେ ଇସ୍ରାଏଲର ପରମେଶ୍ୱର। ଇସ୍ରାଏଲୀୟ ପ୍ରତି ଏପରି ବିପଦ କାହିଁକି ପଡ଼ିଲା? ଏବଂ କାହିଁକି ଇସ୍ରାଏଲର ପରିବାରବର୍ଗ ମଧ୍ୟରୁ ଗୋଟିଏ ହଜି ଯାଉଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନେ କହିଲେ, “ହେ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୋ, ଆଜି ଯେ ଇସ୍ରାଏଲ ମଧ୍ୟରୁ ଏକ ବଂଶର ଊଣା ହେଲା, ଇସ୍ରାଏଲ ମଧ୍ୟରେ ଏପରି କାହିଁକି ଘଟିଲା?”
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନେ କହିଲେ, ହେ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁ, ଆଜି ଯେ ଇସ୍ରାଏଲ ମଧ୍ୟରୁ ଏକ ବଂଶର ଊଣା ହେଲା, ଇସ୍ରାଏଲ ମଧ୍ୟରେ ଏପରି କାହିଁକି ଘଟିଲା?