Judges 21:4 — Compare Translations

5 translations compared side by side

Odia - 1840
"ତା'ପରଦିନ ଠିକ୍ ସକାଳେ ଇଶ୍ରାୟେଲର ଲୋକମାନେ ଏକ ୟଜ୍ଞବଦେୀ ସ୍ଥାପନ କଲେ। ସମାନେେ ସଠାେରେ ହାମବେଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଆରଦିନ ଲୋକମାନେ ଅତି ପ୍ରଭାତରେ ଉଠି ଏକ ଯଜ୍ଞବେଦି ନିର୍ମାଣ କରି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ ପରଦିନ ଠିକ୍ ସକାଳେ ଇସ୍ରାଏଲର ଲୋକମାନେ ଏକ ଯଜ୍ଞବେଦି ସ୍ଥାପନ କଲେ। ସେମାନେ ସେଠାରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଆରଦିନ ଲୋକମାନେ ଅତି ପ୍ରଭାତରେ ଉଠି ଏକ ଯଜ୍ଞବେଦି ନିର୍ମାଣ କରି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଆରଦିନ ଲୋକମାନେ ଅତି ପ୍ରଭାତରେ ଉଠି ଏକ ଯଜ୍ଞବେଦି ନିର୍ମାଣ କରି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।