Judges 21:5 — Compare Translations

5 translations compared side by side

Odia - 1840
"ଏହାପରେ ସମାନେେ ପଚାରିଲେ, ଯେଉଁ ପରିବାରବର୍ଗଟି ଯାହା ସଦାପ୍ରଭୁଙ୍କ ଆଡେ ଫରେିଲା ନାହିଁ? ସମାନେେ ଏହି ପ୍ରଶ୍ନ ପଚାରିଲେ କାରଣ ସମାନେେ ଏକ ଗମ୍ଭୀର ଶପଥ କରିଥିଲେ। ସମାନେେ ସହେି ଲୋକମାନଙ୍କ ହତ୍ଯା କରିବାକୁ ପ୍ରତିଜ୍ଞା କରିଥିଲେ, ଯେଉଁମାନେ ଦର୍ଶନ କରିବାକୁ ସଦାପ୍ରଭୁଙ୍କୁ ମିସ୍ପୀକକ୍ସ୍ଟ ଆସିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଇସ୍ରାଏଲ-ସନ୍ତାନମାନେ କହିଲେ, ସମାଜ ସହିତ ସଦାପ୍ରଭୁଙ୍କ ନିକଟକୁ ଯେ ନ ଆସିଲା, ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରେ ଏପରି କିଏ ଅଛି? କାରଣ ମିସ୍ପୀକି ସଦାପ୍ରଭୁଙ୍କ ନିକଟକୁ ଯେ ନ ଆସିବ, ସେ ଅବଶ୍ୟ ହତ ହେବ, ଏହା କହି ସେମାନେ ମହା ଶପଥ କରିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେମାନେ ପଗ୍ଭରିଲେ, “ଯେଉଁ ପରିବାରବର୍ଗଟି ଯାହା ସଦାପ୍ରଭୁଙ୍କ ଆଡ଼େ ଫେରିଲା ନାହିଁ?” ସେମାନେ ଏହି ପ୍ରଶ୍ନ ପଗ୍ଭରିଲେ କାରଣ ସେମାନେ ଏକ ଗମ୍ଭୀର ଶପଥ କରିଥିଲେ। ସେମାନେ ସେହି ଲୋକମାନଙ୍କୁ ହତ୍ୟା କରିବାକୁ ପ୍ରତିଜ୍ଞା କରିଥିଲେ, ଯେଉଁମାନେ ଦର୍ଶନ କରିବାକୁ ସଦାପ୍ରଭୁଙ୍କୁ ମି‌ସ୍‌ପୀକୁ ଆସିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଇସ୍ରାଏଲ ସନ୍ତାନମାନେ କହିଲେ, “ସମାଜ ସହିତ ସଦାପ୍ରଭୁଙ୍କ ନିକଟକୁ ଯେ ନ ଆସିଲା, ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରେ ଏପରି କିଏ ଅଛି?” କାରଣ ମିସ୍ପାକୁ ସଦାପ୍ରଭୁଙ୍କ ନିକଟକୁ ଯେ ନ ଆସିବ, “ସେ ଅବଶ୍ୟ ହତ ହେବ,” ଏହା କହି ସେମାନେ ମହା ଶପଥ କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଇସ୍ରାଏଲ ସନ୍ତାନମାନେ କହିଲେ, ସମାଜ ସହିତ ସଦାପ୍ରଭୁଙ୍କ ନିକଟକୁ ଯେ ନ ଆସିଲା, ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରେ ଏପରି କିଏ ଅଛି? କାରଣ ମିସ୍ପାକୁ ସଦାପ୍ରଭୁଙ୍କ ନିକଟକୁ ଯେ ନ ଆସିବ, ସେ ଅବଶ୍ୟ ହତ ହେବ, ଏହା କହି ସେମାନେ ମହା ଶପଥ କରିଥିଲେ।