Judges 21:6 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ଲୋକମାନେ ବିନ୍ଯାମୀନର ସଐର୍କୀଯମାନଙ୍କ ପାଇଁ ଦକ୍ସ୍ଟଃଖ କଲେ, ବିନ୍ଯାମୀନର ଲୋକମାନେ କହିଲେ, ଆଜି ଇଶ୍ରାୟେଲ ମଧ୍ଯରକ୍ସ୍ଟ ଗୋଟିଏ ପରିବାରବର୍ଗ ଉଚ୍ଛନ୍ନ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଇସ୍ରାଏଲ-ସନ୍ତାନମାନେ ଆପଣା ଭାଇ ବିନ୍ୟାମୀନ ପାଇଁ ଅନୁତାପ କରି କହିଲେ, ଆଜି ଇସ୍ରାଏଲ ମଧ୍ୟରୁ ଗୋଟିଏ ବଂଶ ଉଚ୍ଛିନ୍ନ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ଲୋକମାନେ ବିନ୍ୟାମୀନର ସମ୍ପର୍କୀୟମାନଙ୍କ ପାଇଁ ଦୁଃଖ କଲେ, ବିନ୍ୟାମୀନର ଲୋକମାନେ କହିଲେ, “ଆଜି ଇସ୍ରାଏଲ ମଧ୍ୟରୁ ଗୋଟିଏ ପରିବାରବର୍ଗ ଉଚ୍ଛିନ୍ନ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଇସ୍ରାଏଲ ସନ୍ତାନମାନେ ଆପଣା ଭାଇ ବିନ୍ୟାମୀନ୍ ପାଇଁ ଅନୁତାପ କରି କହିଲେ, “ଆଜି ଇସ୍ରାଏଲ ମଧ୍ୟରୁ ଗୋଟିଏ ବଂଶ ଉଚ୍ଛିନ୍ନ ହେଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି ଇସ୍ରାଏଲ ସନ୍ତାନମାନେ ଆପଣା ଭାଇ ବିନ୍ୟାମୀନ୍ ପାଇଁ ଅନୁତାପ କରି କହିଲେ, ଆଜି ଇସ୍ରାଏଲ ମଧ୍ୟରୁ ଗୋଟିଏ ବଂଶ ଉଚ୍ଛିନ୍ନ ହେଲା।