Judges 21:7 — Compare Translations

5 translations compared side by side

Odia - 1840
"ଆମ୍ଭମାନେେ ସଦାପ୍ରଭୁଙ୍କ ସମ୍ମକ୍ସ୍ଟଖ ରେ ପ୍ରତିଜ୍ଞା କରି ଅଛକ୍ସ୍ଟ ଯେ ବିନ୍ଯାମୀନର ପରିବାରବର୍ଗ କୌଣସି ଲୋକଙ୍କକ୍ସ୍ଟ ଆମ୍ଭମାନଙ୍କର କନ୍ଯାକକ୍ସ୍ଟ ବିବାହ ଦବେକ୍ସ୍ଟ ନାହିଁ। ଏହି ପରିବାରବର୍ଗର ଲୋକମାନଙ୍କ ପାଇଁ ସ୍ତ୍ରୀ ଖାଜେିବା ବିଷଯ ରେ ଆମ୍ଭମାନେେ କ'ଣ କରିବା?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ମଧ୍ୟରେ ଯେଉଁମାନେ ଅବଶିଷ୍ଟ ଅଛନ୍ତି, ସେମାନଙ୍କ ବିବାହ ବିଷୟରେ ଆମ୍ଭେମାନେ କଅଣ କରିବା? କାରଣ ସେମାନଙ୍କ ସହିତ ଆପଣା ଆପଣା କନ୍ୟାର ବିବାହ ଦେବୁ ନାହିଁ ବୋଲି ସଦାପ୍ରଭୁଙ୍କ ନାମରେ ଆମ୍ଭେମାନେ ଶପଥ କରିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରତିଜ୍ଞା କରିଅଛୁ ଯେ ବିନ୍ୟାମୀନ ପରିବାରବର୍ଗର କୌଣସି ଲୋକଙ୍କୁ ଆମ୍ଭମାନଙ୍କର କନ୍ୟାକୁ ବିବାହ ଦେବୁ ନାହିଁ। ଏହି ପରିବାରବର୍ଗର ଲୋକମାନଙ୍କ ପାଇଁ ସ୍ତ୍ରୀ ଖୋଜିବା ବିଷୟରେ ଆମ୍ଭେମାନେ କ’ଣ କରିବା?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ମଧ୍ୟରେ ଯେଉଁମାନେ ଅବଶିଷ୍ଟ ଅଛନ୍ତି, ସେମାନଙ୍କ ବିବାହ ବିଷୟରେ ଆମ୍ଭେମାନେ କଅଣ କରିବା? କାରଣ ସେମାନଙ୍କ ସହିତ ଆପଣା ଆପଣା କନ୍ୟାର ବିବାହ ଦେବୁ ନାହିଁ ବୋଲି ସଦାପ୍ରଭୁଙ୍କ ନାମରେ ଆମ୍ଭେମାନେ ଶପଥ କରିଅଛୁ।”
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ମଧ୍ୟରେ ଯେଉଁମାନେ ଅବଶିଷ୍ଟ ଅଛନ୍ତି, ସେମାନଙ୍କ ବିବାହ ବିଷୟରେ ଆମ୍ଭେମାନେ କଅଣ କରିବା? କାରଣ ସେମାନଙ୍କ ସହିତ ଆପଣା ଆପଣା କନ୍ୟାର ବିବାହ ଦେବୁ ନାହିଁ ବୋଲି ସଦାପ୍ରଭୁଙ୍କ ନାମରେ ଆମ୍ଭେମାନେ ଶପଥ କରିଅଛୁ।