Judges 21:8 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ପରିବାରବର୍ଗ ମଧ୍ଯରକ୍ସ୍ଟ ଏପରି କେଉଁ ପରିବାରବର୍ଗ, ମିସ୍ପୀର ସଦାପ୍ରଭୁଙ୍କ ନିକଟକକ୍ସ୍ଟ ଆସିଲା ନାହିଁ। ଏବଂ ବାସ୍ତବ ରେ ସମାନେେ ଅନ୍ୟ ଇଶ୍ରାୟେଲମାନଙ୍କ ସହିତ ୟାବେଶ ଗିଲିଯଦରକ୍ସ୍ଟ କହେି ମିଶିବାକକ୍ସ୍ଟ ଆସି ନଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ କହିଲେ, ମିସ୍ପୀକି ସଦାପ୍ରଭୁଙ୍କ ନିକଟକୁ ଯେ ନ ଆସିଲା, ଇସ୍ରାଏଲ-ବଂଶସମୂହ ମଧ୍ୟରେ ଏପରି କେଉଁ ବଂଶ ଅଛି? ତହିଁରେ ଦେଖ, ଯାବେଶ୍-ଗିଲୀୟଦରୁ କେହି ଛାଉଣିସ୍ଥ ସମାଜକୁ ଆସି ନ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ପରିବାରବର୍ଗ ମଧ୍ୟରୁ ଏପରି କେଉଁ ପରିବାରବର୍ଗ, “ମିସ୍ପୀରେ ସଦାପ୍ରଭୁଙ୍କ ନିକଟକୁ ଆସିଲା ନାହିଁ।” ଏବଂ ବାସ୍ତବରେ ସେମାନେ ଅନ୍ୟ ଇସ୍ରାଏଲମାନଙ୍କ ସହିତ ଯାବେଶ୍ ଗିଲିୟଦରୁ କେହି ମିଶିବାକୁ ଆସି ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେମାନେ କହିଲେ, “ମିସ୍ପାକୁ ସଦାପ୍ରଭୁଙ୍କ ନିକଟକୁ ଯେ ନ ଆସିଲା, ଇସ୍ରାଏଲ ବଂଶସମୂହ ମଧ୍ୟରେ ଏପରି କେଉଁ ବଂଶ ଅଛି?” ତହିଁରେ ଦେଖ, ଯାବେଶ-ଗିଲୀୟଦରୁ କେହି ଛାଉଣିସ୍ଥ ସମାଜକୁ ଆସି ନ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସେମାନେ କହିଲେ, ମିସ୍ପାକୁ ସଦାପ୍ରଭୁଙ୍କ ନିକଟକୁ ଯେ ନ ଆସିଲା, ଇସ୍ରାଏଲ-ବଂଶସମୂହ ମଧ୍ୟରେ ଏପରି କେଉଁ ବଂଶ ଅଛି? ତହିଁରେ ଦେଖ, ଯାବେଶ ଗିଲୀୟଦରୁ କେହି ଛାଉଣିସ୍ଥ ସମାଜକୁ ଆସି ନ ଥିଲେ।