Judges 21:9 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲର ଲୋକମାନେ ଗଣନା କରି ଦେଖିଲେ ଯେଉଁମାନେ ଆସିଛନ୍ତି ଓ କେଉଁମାନେ ଆସି ନାହାଁନ୍ତି। ସମାନେେ ଦେଖିଲେ ଯେ ୟାବେଶ ଗିଲିଯଦରକ୍ସ୍ଟ କହେି ଆସି ନାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଲୋକମାନେ ଗଣିତ ହେବା ବେଳେ, ଦେଖ, ସେଠାରେ ଯାବେଶ୍-ଗିଲୀୟଦ ନିବାସୀମାନଙ୍କ ମଧ୍ୟରୁ କେହି ନ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ଲୋକମାନେ ଗଣନା କରି ଦେଖିଲେ କେଉଁମାନେ ଆସିଛନ୍ତି ଓ କେଉଁମାନେ ଆସି ନାହାନ୍ତି। ସେମାନେ ଦେଖିଲେ ଯେ ଯାବେଶ୍ ଗିଲିୟଦରୁ କେହି ଆସି ନାହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଲୋକମାନେ ଗଣିତ ହେବା ବେଳେ, ଦେଖ, ସେଠାରେ ଯାବେଶ-ଗିଲୀୟଦ ନିବାସୀମାନଙ୍କ ମଧ୍ୟରୁ କେହି ନ ଥିଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ଲୋକମାନେ ଗଣିତ ହେବା ବେଳେ, ଦେଖ, ସେଠାରେ ଯାବେଶ ଗିଲୀୟଦ ନିବାସୀମାନଙ୍କ ମଧ୍ୟରୁ କେହି ନ ଥିଲେ।