Judges 3:1 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ସହେି ଭୂମିର ରହିବା ପାଇଁ ସହେି ଜାତିକକ୍ସ୍ଟ ଅନକ୍ସ୍ଟମତି ଦେଲେ। ସେ ଇଶ୍ରାୟେଲର ଲୋକମାନଙ୍କୁ ଏହିପରି ପରୀକ୍ଷା କଲେ। ଇଶ୍ରାୟେଲର ଲୋକମାନଙ୍କ ମଧ୍ଯରକ୍ସ୍ଟ କହେି ଜଣେ ସହେି ସମୟରେ ହରାଇବାକକ୍ସ୍ଟ କିଣାନ ଦେଶର ୟକ୍ସ୍ଟଦ୍ଧ ରେ ଲଢାଇ କରିନଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲ ମଧ୍ୟରେ ଯେଉଁମାନେ କିଣାନ-ଦେଶୀୟ ଯୁଦ୍ଧସକଳ ଜାଣି ନ ଥିଲେ, ସେହି ଲୋକମାନଙ୍କୁ ପରୀକ୍ଷା କରିବା ନିମନ୍ତେ
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ସେହି ଭୂମିରେ ରହିବା ପାଇଁ ସେହି ଜାତିକୁ ଅନୁମତି ଦେଲେ। ସେ ଇସ୍ରାଏଲର ଲୋକମାନଙ୍କୁ ଏହିପରି ପରୀକ୍ଷା କଲେ। ଇସ୍ରାଏଲର ଲୋକମାନଙ୍କ ମଧ୍ୟରୁ କେହି ହେଲେ ଜଣେ ସେହି ସମୟରେ କିଣାନ ଦେଶକୁ ଯୁଦ୍ଧରେ ହରାଇବାକୁ ଲଢ଼େଇ କରି ନ ଥିଲେ। ତେଣୁ ସଦାପ୍ରଭୁ ସେହି ଭୂମିରୁ ଅନ୍ୟ ଜାତିକୁ ବିତାଡ଼ିତ କରି ନ ଥିଲେ। ସଦାପ୍ରଭୁ ଏହିପରି କଲେ, ଇସ୍ରାଏଲକୁ ଶିଖାଇଲେ ଯେଉଁମାନେ କିଣାନ ଦେଶ ବିରୁଦ୍ଧରେ ଯୁଦ୍ଧ କରି ନ ଥିଲେ। ସଦାପ୍ରଭୁ ଭୂମିକୁ ପରିତ୍ୟାଗ କରି, ଏହି ଜାତିର ଶୁଚି ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲ ମଧ୍ୟରେ ଯେଉଁମାନେ କିଣାନ ଦେଶୀୟ ଯୁଦ୍ଧସକଳ ଜାଣି ନ ଥିଲେ, ସେହି ଲୋକମାନଙ୍କୁ ପରୀକ୍ଷା କରିବା ନିମନ୍ତେ
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲ ମଧ୍ୟରେ ଯେଉଁମାନେ କିଣାନ-ଦେଶୀୟ ଯୁଦ୍ଧସକଳ ଜାଣି ନ ଥିଲେ, ସେହି ଲୋକମାନଙ୍କୁ ପରୀକ୍ଷା କରିବା ନିମନ୍ତେ