Judges 3:10 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କର ଆତ୍ମା ତାଙ୍କଠା ରେ ପ୍ରବେଶ କଲାରକ୍ସ୍ଟ, ସେ ଇଶ୍ରାୟେଲର ଲୋକମାନଙ୍କର ବିଗ୍ଭର କଲେ, ଓ ୟକ୍ସ୍ଟଦ୍ଧ କରିବାକୁ ଆଗଇେ ଆସିଲେ। ଏବଂ ସଦାପ୍ରଭୁ କୂଶନ ରିଶିଯାଥଯିମକକ୍ସ୍ଟ ଅରାମୀଯର ରାଜାଙ୍କକ୍ସ୍ଟ ହରାଇବା ରେ ଅତ୍ନୀଯଲଙ୍କେ ସାହାୟ୍ଯ କରିଥିଲେ ଓ ସେ ତାଙ୍କୁ ଆଯତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସଦାପ୍ରଭୁଙ୍କର ଆତ୍ମା ତାଙ୍କଠାରେ ଅଧିଷ୍ଠିତ ହୁଅନ୍ତେ, ସେ ଇସ୍ରାଏଲର ବିଚାର କଲେ ଓ ସେ ଯୁଦ୍ଧ କରିବା ନିମନ୍ତେ ବାହାରିଲେ, ଆଉ ସଦାପ୍ରଭୁ ସେହି ଅରାମୀୟ ରାଜା କୂଶନ୍-ରିଶୀୟାଥୟିମ୍କୁ ତାହା ହସ୍ତରେ ସମର୍ପଣ କଲେ; ପୁଣି କୂଶନ୍-ରିଶୀୟାଥୟିମ୍ ଉପରେ ତାହାର ହସ୍ତ ପ୍ରବଳ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କର ଆତ୍ମା ତାଙ୍କଠାରେ ପ୍ରବେଶ କଲାରୁ, ସେ ଇସ୍ରାଏଲର ଲୋକମାନଙ୍କର ବିଗ୍ଭର କଲେ, ଓ ଯୁଦ୍ଧ କରିବାକୁ ଆଗେଇ ଆସିଲେ। ଏବଂ ସଦାପ୍ରଭୁ କୂଶନ ରିଶିୟାଥୟିମକୁ ଅରାମୀୟର ରାଜାଙ୍କୁ ହରାଇବାରେ ଅତ୍ନୀୟେଲଙ୍କ ସାହାଯ୍ୟ କରିଥିଲେ ଓ ସେ ତାଙ୍କୁ ଆୟତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସଦାପ୍ରଭୁଙ୍କର ଆତ୍ମା ତାଙ୍କଠାରେ ଅଧିଷ୍ଠିତ ହୁଅନ୍ତେ, ସେ ଇସ୍ରାଏଲର ବିଚାର କଲେ ଓ ସେ ଯୁଦ୍ଧ କରିବା ନିମନ୍ତେ ବାହାରିଲେ, ଆଉ ସଦାପ୍ରଭୁ ସେହି ଅରାମୀୟ ରାଜା କୂଶନ୍‍-ରିଶୀୟାଥୟିମ୍‍କୁ ତାହା ହସ୍ତରେ ସମର୍ପଣ କଲେ; ପୁଣି କୂଶନ୍‍-ରିଶୀୟାଥୟିମ୍‍ ଉପରେ ତାହାର ହସ୍ତ ପ୍ରବଳ ହେଲା।
Odia IRV 2017 (ଓଡିଆ ବାଇବେଲ)