Judges 3:11 — Compare Translations

5 translations compared side by side

Odia - 1840
"ଅତଯବ, ଗ୍ଭଳିଷ ବର୍ଷ ପାଇଁ ସହେି ଭୂମି ଶାନ୍ତି ରେ ରହିଲା। କନ୍ସର ପକ୍ସ୍ଟତ୍ର ଅତ୍ନୀଯଲେ ମୃତକ୍ସ୍ଟ୍ଯବରଣ କଲା ପର୍ୟ୍ଯନ୍ତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଦେଶ ବିଶ୍ରାମ ପାଇଲା । ଏ ଉତ୍ତାରେ କନସର ପୁତ୍ର ଅନିୀୟେଲ ମଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅତଏବ, କ‌ନ୍‌ସର ପୁତ୍ର ଅତ୍ନୀୟେଲ ମୃତ୍ୟୁବରଣ କଲା ପର୍ଯ୍ୟନ୍ତ ଗ୍ଭଳିଶ୍ ବର୍ଷ ପାଇଁ ସେହି ଭୂମି ଶାନ୍ତିରେ ରହିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଦେଶ ବିଶ୍ରାମ ପାଇଲା। ଏଉତ୍ତାରେ କନସର ପୁତ୍ର ଅତ୍ନୀୟେଲ ମଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ଦେଶ ବିଶ୍ରାମ ପାଇଲା। ଏ ଉତ୍ତାରେ କନସର ପୁତ୍ର ଅତ୍ନୀୟେଲ ମଲା।