Judges 3:12 — Compare Translations

5 translations compared side by side

Odia - 1840
"ଏହାପରେ ଇଶ୍ରାୟେଲର ଲୋକମାନେ ସହେିସବୁ କଲେ, ଯାହା ସଦାପ୍ରଭୁ ମନ୍ଦ ବୋଲି କହିଥିଲେ। ତେଣୁ ସଦାପ୍ରଭୁ ଇଗ୍ଲୋନ, ମାୟୋବର ରାଜା ଶକ୍ତିଶାଳୀ ଇଶ୍ରାୟେଲର ଲୋକମାନଙ୍କୁ ହରାଇବାକକ୍ସ୍ଟ ତିଆରି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଇସ୍ରାଏଲ-ସନ୍ତାନଗଣ, ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ; ଏହେତୁ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ସେମାନେ କରିବାରୁ ସଦାପ୍ରଭୁ ଇସ୍ରାଏଲ ପ୍ରତିକୂଳରେ ମୋୟାବର ରାଜା ଇଗ୍ଲୋନକୁ ସବଳ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ବିଗ୍ଭରକ ଏହୂଦ ଏହା ପରେ ଇସ୍ରାଏଲର ଲୋକମାନେ ସେହିସବୁ କଲେ, ଯାହା ସଦାପ୍ରଭୁ ମନ୍ଦ ବୋଲି କହିଥିଲେ। ତେଣୁ ସଦାପ୍ରଭୁ ଇଗ୍ଲୋନ, ମୋୟାବର ରାଜା ଶକ୍ତିଶାଳୀ ଇସ୍ରାଏଲର ଲୋକମାନଙ୍କୁ ହରାଇବାକୁ ପ୍ରସ୍ତୁତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ, ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ; ଏହେତୁ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ସେମାନେ କରିବାରୁ ସଦାପ୍ରଭୁ ଇସ୍ରାଏଲ ବିରୁଦ୍ଧରେ ମୋୟାବର ରାଜା ଇଗ୍ଲୋନକୁ ସବଳ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ, ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ; ଏହେତୁ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ସେମାନେ କରିବାରୁ ସଦାପ୍ରଭୁ ଇସ୍ରାଏଲ ବିରୁଦ୍ଧରେ ମୋୟାବର ରାଜା ଇଗ୍ଲୋନକୁ ସବଳ କଲେ।