Judges 3:13 — Compare Translations

5 translations compared side by side

Odia - 1840
"ରାଜା ସେ ଅମ୍ମୋନ୍ ଓ ଅମାଲକେ ସହିତ ସଂୟକ୍ସ୍ଟକ୍ତ ତିଆରି କଲେ। ସମାନେେ ଇଶ୍ରାୟେଲକକ୍ସ୍ଟ ଆକ୍ରମଣ କଲେ। ସମାନେେ ଇଶ୍ରାୟେଲୀମାନଙ୍କୁ ପରାସ୍ତ କଲେ ଏବଂ ଖଜର୍କ୍ସ୍ଟର (ଯିରିହାେ) ରକ୍ସ୍ଟ ତଡି ଦେଲେ। ଏବଂ ଇଶ୍ରାୟେଲମାନଙ୍କୁ ଖଜର୍କ୍ସ୍ଟରପକ୍ସ୍ଟରର ସହରକକ୍ସ୍ଟ ଅଧିକାର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ଅମ୍ମୋନ ଓ ଅମାଲେକ-ସନ୍ତାନଗଣକୁ ଆପଣା ନିକଟରେ ଏକତ୍ର କଲା ଓ ସେ ଯାଇ ଇସ୍ରାଏଲକୁ ଆଘାତ କରି ଖର୍ଜ୍ଜୁରପୁର ଅଧିକାର କଲା ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଇଗ୍ଲୋନ ଅମ୍ମୋନୀୟ ଓ ଅମାଲେକୀୟ ସହିତ ସଂଯୁକ୍ତ ତିଆରି କଲେ। ସେମାନେ ଇସ୍ରାଏଲକୁ ଆକ୍ରମଣ କଲେ। ସେମାନେ ଇସ୍ରାଏଲୀୟମାନଙ୍କୁ ପରାସ୍ତ କଲେ ଏବଂ ଖର୍ଜ୍ଜୁରପୁର (ଯିରୀହୋ)ରୁ ତଡ଼ି ଦେଲେ। ଏବଂ ଇସ୍ରାଏଲମାନଙ୍କ ଖର୍ଜ୍ଜୁରପୁରର ସହରକୁ ଅଧିକାର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ଅମ୍ମୋନ ଓ ଅମାଲେକ-ସନ୍ତାନଗଣକୁ ଆପଣା ନିକଟରେ ଏକତ୍ର କଲା ଓ ସେ ଯାଇ ଇସ୍ରାଏଲକୁ ଆଘାତ କରି ଖର୍ଜ୍ଜୁରପୁର ଅଧିକାର କଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ଅମ୍ମୋନ ଓ ଅମାଲେକ-ସନ୍ତାନଗଣକୁ ଆପଣା ନିକଟରେ ଏକତ୍ର କଲା ଓ ସେ ଯାଇ ଇସ୍ରାଏଲକୁ ଆଘାତ କରି ଖର୍ଜ୍ଜୁରପୁର ଅଧିକାର କଲା।