Judges 3:14 — Compare Translations

5 translations compared side by side

Odia - 1840
"ମାୟୋବଙ୍କର ରାଜା ଇଲ୍ଲୋନ ଇଶ୍ରାୟେଲ ଉପରେ ଅଠର ବର୍ଷ ଶାସନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଇସ୍ରାଏଲ-ସନ୍ତାନଗଣ ଅଠର ବର୍ଷ ପର୍ଯ୍ୟନ୍ତ ମୋୟାବୀୟ ରାଜା ଇଗ୍ଲୋନର ସେବା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋୟାବର ରାଜା ଇଗ୍ଲୋନ ଇସ୍ରାଏଲ ଉପରେ ଅଠର ବର୍ଷ ଶାସନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଇସ୍ରାଏଲ-ସନ୍ତାନଗଣ ଅଠର ବର୍ଷ ପର୍ଯ୍ୟନ୍ତ ମୋୟାବୀୟ ରାଜା ଇଗ୍ଲୋନର ସେବା କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଇସ୍ରାଏଲ ସନ୍ତାନଗଣ ଅଠର ବର୍ଷ ପର୍ଯ୍ୟନ୍ତ ମୋୟାବୀୟ ରାଜା ଇଗ୍ଲୋନର ସେବା କଲେ।