Judges 3:15 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲ ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ। ସଦାପ୍ରଭୁ ସମାନଙ୍କେୁ ରକ୍ଷା କରିବା ପାଇଁ ଉଦ୍ଧାର କର୍ତ୍ତାଙ୍କକ୍ସ୍ଟ ପଠାଇଲେ। ସହେି ଲୋକ ଜଣଙ୍କ ଥିଲେ ଏହୂଦ୍। ଏହକ୍ସ୍ଟଦ୍ ଥିଲେ ବିନ୍ଯାମିନୀଯ ପରିବାରବର୍ଗର ଗରୋର ପକ୍ସ୍ଟତ୍ର। ତାଙ୍କର ବାମହାତ ରେ ୟକ୍ସ୍ଟଦ୍ଧ କରିବା ପାଇଁ ପ୍ରଶିକ୍ଷିତ ହାଇେଥିଲେ। ଇଶ୍ରାୟେଲ ଲୋକମାନେ ତାଙ୍କଦ୍ବାରା ମାୟୋବୀଯର ରାଜା ଇଲ୍ଲୋନଙ୍କ ନିକଟକକ୍ସ୍ଟ ଭଟେି ପଠାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ସେମାନଙ୍କ ପାଇଁ ଉଦ୍ଧାରକର୍ତ୍ତା ରୂପେ ବିନ୍ୟାମୀନ ବଂଶୀୟ ଗେରାର ପୁତ୍ର ଏହୂଦକୁ ଉତ୍ପନ୍ନ କଲେ, ସେ ବାଁହାତିଆ ଥିଲେ । ପୁଣି ଇସ୍ରାଏଲ-ସନ୍ତାନଗଣ ତାହା ଦ୍ଵାରା ମୋୟାବୀୟ ରାଜା ଇଗ୍ଲୋନ ନିକଟକୁ ଭେଟୀ ପଠାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ। ସଦାପ୍ରଭୁ ସେମାନଙ୍କୁ ରକ୍ଷା କରିବା ପାଇଁ ଉଦ୍ଧାର କର୍ତ୍ତାଙ୍କୁ ପଠାଇଲେ। ସେହି ଲୋକ ଜଣକ ଥିଲେ ଏହୂଦ। ଏହୂଦ ଥିଲେ ବିନ୍ୟାମିନୀୟ ପରିବାରବର୍ଗର ଗେରାର ପୁତ୍ର। ସେ ତାଙ୍କର ବାମହାତରେ ଯୁଦ୍ଧ କରିବା ପାଇଁ ପ୍ରଶିକ୍ଷିତ ହୋଇଥିଲେ। ଇସ୍ରାଏଲ ଲୋକମାନେ ତାଙ୍କଦ୍ୱାରା ମୋୟାବୀୟର ରାଜା ଇଗ୍ଲୋନଙ୍କ ନିକଟକୁ ଭେଟି ପଠାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ସେମାନଙ୍କ ପାଇଁ ଉଦ୍ଧାରକର୍ତ୍ତା ରୂପେ ବିନ୍ୟାମୀନ୍ ବଂଶୀୟ ଗେରାର ପୁତ୍ର ଏହୂଦକୁ ଉତ୍ପନ୍ନ କଲେ, ସେ ବାଁହାତିଆ ଥିଲେ। ପୁଣି ଇସ୍ରାଏଲ-ସନ୍ତାନଗଣ ତାହା ଦ୍ୱାରା ମୋୟାବୀୟ ରାଜା ଇଗ୍ଲୋନ ନିକଟକୁ ଭେଟି ପଠାଇଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ସେମାନଙ୍କ ପାଇଁ ଉଦ୍ଧାରକର୍ତ୍ତା ରୂପେ ବିନ୍ୟାମୀନ୍ ବଂଶୀୟ ଗେରାର ପୁତ୍ର ଏହୂଦକୁ ଉତ୍ପନ୍ନ କଲେ, ସେ ବାଁହାତିଆ ଥିଲେ। ପୁଣି ଇସ୍ରାଏଲ ସନ୍ତାନଗଣ ତାହା ଦ୍ୱାରା ମୋୟାବୀୟ ରାଜା ଇଗ୍ଲୋନ ନିକଟକୁ ଭେଟି ପଠାଇଲେ।