Judges 3:16 — Compare Translations

5 translations compared side by side

Odia - 1840
"ଏହକ୍ସ୍ଟଦ ତାଙ୍କ ପାଇଁ ଏକ ଖଣ୍ତା ନିର୍ମାଣ କଲେ। ଯାହାର ର୍ଦୈଘ୍ଯ ଥିଲା ଅଠର ଇଞ୍ଚ ଲମ୍ବା ଏବଂ ଦ୍ବିଧାର ବିଶିଷ୍ଟ ଥିଲା। ଏହାକକ୍ସ୍ଟ ତାଙ୍କର ଦକ୍ଷିଣ ଜଂଘ ରେ ବସ୍ତ୍ର ଭିତ ରେ ବାନ୍ଧି କଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଏହୂଦ୍ ଆପଣା ନିମନ୍ତେ ଏକ ହସ୍ତ ଦୀର୍ଘ ଦ୍ଵିଧାର ଖଡ଼୍‍ଗ ନିର୍ମାଣ କରାଇ ଆପଣା ଦକ୍ଷିଣ ଜଙ୍ଘରେ ବସ୍ତ୍ର ଭିତରେ ବାନ୍ଧିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହୂଦ ତାଙ୍କ ପାଇଁ ଏକ ଖଣ୍ତା ନିର୍ମାଣ କଲେ। ଯାହାର ଦୈର୍ଘ୍ୟ ଥିଲା ଅଠର ଇଞ୍ଚ ଲମ୍ବା ଏବଂ ଦ୍ୱିଧାର ବିଶିଷ୍ଟ ଥିଲା। ଏହାକୁ ତାଙ୍କର ଦକ୍ଷିଣ ଜଂଘରେ ବସ୍ତ୍ର ଭିତରେ ବାନ୍ଧି ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଏହୂଦ ଆପଣା ନିମନ୍ତେ ଏକ ହସ୍ତ ଦୀର୍ଘ ଦ୍ୱିଧାର ଖଡ୍ଗ ନିର୍ମାଣ କରାଇ ଆପଣା ଦକ୍ଷିଣ ଜଙ୍ଘରେ ବସ୍ତ୍ର ଭିତରେ ବାନ୍ଧିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଏହୂଦ ଆପଣା ନିମନ୍ତେ ଏକ ହସ୍ତ ଦୀର୍ଘ ଦ୍ୱିଧାର ଖଡ୍ଗ ନିର୍ମାଣ କରାଇ ଆପଣା ଦକ୍ଷିଣ ଜଙ୍ଘରେ ବସ୍ତ୍ର ଭିତରେ ବାନ୍ଧିଲେ।