Judges 3:17 — Compare Translations
5 translations compared side by side
Odia - 1840
"ତେଣୁ ସେ ମାୟୋବୀଯ ରାଜା ଇଗ୍ଲୋନ୍ ନିକଟକକ୍ସ୍ଟ ସହେି ଉପହାର ନେଲେ। ଇଗ୍ଲୋନ୍ ବଡ ମାଟେ ଲୋକ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ମୋୟାବୀୟ ରାଜା ଇଗ୍ଲୋନ୍ ନିକଟକୁ ସେହି ଭେଟୀ ନେଲେ; ସେହି ଇଗ୍ଲୋନ୍ ଏକ ମୋଟା ଲୋକ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେ ମୋୟାବୀୟ ରାଜା ଇଗ୍ଲୋନ୍ ନିକଟକୁ ସେହି ଉପହାର ନେଲେ। ଇଗ୍ଲୋନ୍ ବଡ଼ ମୋଟା ଲୋକ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ମୋୟାବୀୟ ରାଜା ଇଗ୍ଲୋନ ନିକଟକୁ ସେହି ଭେଟି ନେଲେ; ସେହି ଇଗ୍ଲୋନ ଏକ ମୋଟା ଲୋକ ଥିଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ମୋୟାବୀୟ ରାଜା ଇଗ୍ଲୋନ ନିକଟକୁ ସେହି ଭେଟି ନେଲେ; ସେହି ଇଗ୍ଲୋନ ଏକ ମୋଟା ଲୋକ ଥିଲା।