Judges 3:18 — Compare Translations

5 translations compared side by side

Odia - 1840
"ସେ ଭଟେୀ ନଇେସାରିବା ପରେ ସହେି ଉପହାର ବହନ କରିଥିବା ଲୋକମାନଙ୍କୁ ସଠାେରକ୍ସ୍ଟ ପଠାଇ ଦେଲେ। ସମାନେେ ରାଜା ପ୍ରାସାଦଠାରକ୍ସ୍ଟ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ଭେଟୀ ଦେଇ ସାରିଲା ଉତ୍ତାରେ ଭେଟୀ ଦ୍ରବ୍ୟବାହକ ଲୋକମାନଙ୍କୁ ପଠାଇଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଭେଟୀ ନେଇସାରିବା ପରେ ସେହି ଉପହାର ବହନ କରିଥିବା ଲୋକମାନଙ୍କୁ ସେଠାରୁ ପଠାଇ ଦେଲେ। ସେମାନେ ରାଜପ୍ରାସାଦଠାରୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ଭେଟି ଦେଇ ସାରିଲା ଉତ୍ତାରେ ଭେଟି ଦ୍ରବ୍ୟବାହକ ଲୋକମାନଙ୍କୁ ପଠାଇଦେଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ଭେଟି ଦେଇ ସାରିଲା ଉତ୍ତାରେ ଭେଟି ଦ୍ରବ୍ୟବାହକ ଲୋକମାନଙ୍କୁ ପଠାଇଦେଲେ।